Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜିର ଖବର

ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
india france
ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୭ ଫେବୃଆରୀ ୨୦୨୬ରେ ମୁମ୍ବାଇ ଗସ୍ତ କରିବେ, ଯେଉଁଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଇମାନୁଏଲ୍ ମାକ୍ରନଙ୍କୁ‌ ଭେଟିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ ୧୭ରୁ ୧୯ ଫେବୃଆରୀ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିବେ । ଭାରତ ଦ୍ୱାରା ଆୟୋଜିତ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀରେ ସେ ଅଂଶଗ୍ରହଣ କରିବେ ଏବଂ ମୁମ୍ବାଇରେ ପ୍ରଧାନମନ୍ତ୍ରୀଙ୍କ ସହ ଏକ ଦ୍ୱିପାକ୍ଷିକ ଶିଖର ସମ୍ମିଳନୀରେ ମଧ୍ୟ ଭାଗ ନେବେ। ଏହା ରାଷ୍ଟ୍ରପତି ମାକ୍ରନଙ୍କ ଚତୁର୍ଥ ଭାରତ ଏବଂ ପ୍ରଥମ ମୁମ୍ବାଇ ଗସ୍ତ ହେବ।

୧୭ ଫେବୃଆରୀ ଅପରାହ୍ନ ପ୍ରାୟ ୩:୧୫ରେ ଦୁଇ ନେତା ମୁମ୍ବାଇର ଲୋକ ଭବନରେ ଦ୍ୱିପାକ୍ଷିକ ଆଲୋଚନା କରିବେ। ଏହି ଆଲୋଚନା ସମୟରେ, ସେମାନେ ଭାରତ-ଫ୍ରାନ୍ସ ରଣନୈତିକ ସହଭାଗୀତାରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିବେ। ସେମାନଙ୍କର ଆଲୋଚନା ରଣନୈତିକ ସହଭାଗୀତାକୁ ସୁଦୃଢ଼ କରିବା ଏବଂ ଏହାକୁ ନୂତନ ତଥା ଉଦୀୟମାନ କ୍ଷେତ୍ରରେ ଆହୁରି ସମ୍ପ୍ରସାରିତ କରିବା ଉପରେ କେନ୍ଦ୍ରିତ ରହିବ। ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରନ ଆଞ୍ଚଳିକ ତଥା ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମଧ୍ୟ ମତ ବିନିମୟ କରିବେ।

ସନ୍ଧ୍ୟା ପ୍ରାୟ ୫:୧୫ ସମୟରେ ଦୁଇ ନେତା ଭାରତ-ଫ୍ରାନ୍ସ ନବଚାର ବର୍ଷ ୨୦୨୬ ଉଦ୍‌ଘାଟନ କରି ଉଭୟ ଦେଶର ବ୍ୟବସାୟିକ ନେତା, ଷ୍ଟାର୍ଟଅପ୍‌, ଗବେଷକ ଏବ ଅନ୍ୟାନ୍ୟ ଉଦ୍ଭାବକମାନଙ୍କୁ ସମ୍ବୋଧିତ କରିବେ।

france india ନରେନ୍ଦ୍ର ମୋଦୀ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ସାରା ବିଶ୍ୱରେ ହ୍ରାସ ପାଉଛି ଏହି ଧର୍ମର ଜନସଂଖ୍ୟା: ହିନ୍ଦୁମାନଙ୍କର ସ୍ଥିତି କ’ଣ?

February 16, 2026

କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି: କାହିଁକି ବଦଳାଇଲେ ନିଷ୍ପତ୍ତି?

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026
Latest News

ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16, 2026

ସାରା ବିଶ୍ୱରେ ହ୍ରାସ ପାଉଛି ଏହି ଧର୍ମର ଜନସଂଖ୍ୟା: ହିନ୍ଦୁମାନଙ୍କର ସ୍ଥିତି କ’ଣ?

February 16, 2026

କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି: କାହିଁକି ବଦଳାଇଲେ ନିଷ୍ପତ୍ତି?

February 16, 2026

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.