Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ
ଆଜିର ଖବର

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

February 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ
ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଡଇଁଚା ଗ୍ରାମ ନିକଟରେ ଅଜଣା ଗାଡି ଧକ୍କାରେ ଜୈନିକ ଵୃଦ୍ଧ ମୃତ୍ୟୁ ବରଣ କରିଥିବା ଜଣାପଡିଛି।

ସୂଚନାରୁ ପ୍ରକାଶ ଯେ, ରେଢ଼ାଖୋଲ ଥାନା ଡଇଁଚା ଗ୍ରାମପଂଚାୟତ ତେରାବେଡା ଗ୍ରାମର ତାରସିୟୁସ ତୀର୍କି ସୋମବାର ଏକଲୁନା ଗାଡ଼ିରେ ଡ‌ଇଁଚା ରୁ ମୁଟୁରୁ ମୁଣ୍ଡା ଅଭିମୁଖେ ଘରକୁ ଫେରୁଥିବା ସମୟରେ ପଛପଟୁ ଦ୍ରୁତ ଗତିରେ ଆସୁ ଥିବା ଏକ ଅଜଣା ଗାଡି ଧକ୍କା ଦେଇ ଥିଲା। ଯା’ ଫଳରେ ତାରୟୁସ ଗୁରୁତର ହୋଇ ପଡିଥିଲେ।

ଖବର ପାଇ ନାକଟି ଦେଉଳ ଦମକଳ ବାହିନୀ ଘଟଣା ସ୍ଥଳରେ ପହଂଚି ତାଙ୍କୁ ଉଦ୍ଧାର କରି ରେଢ଼ାଖୋଲ ଡାକ୍ତର ଖାନାରେ ଭର୍ତି କରିଥିଲେ ହେଲେ ଡାକ୍ତର ମୃତ ଘୋଷଣା କରିଥିଲେ। ଆସନ୍ତାକାଲି ଶବ ବ୍ୟବଛେଦ କରାଯିବ ଓ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଦୁର୍ଘଟଣା କରି ଫେରାର ଥିବା ଗାଡିର କୌଣସି ପତ୍ତା ପୋଲିସ ପାଇପାରିନି।  ରେଢ଼ାଖୋଲ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।

ବୃଦ୍ଧ ମୃତ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଏମସି ଢେଙ୍କାନାଳ ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଦର୍ଶନ

September 26, 2026

ଆଜି ଅକ୍ଟୋବର ୨୬ ତାରିଖରେ ଆଠଟି ରାଶିର ବ୍ୟକ୍ତି ହେବେ ମାଲାମାଲ

September 26, 2026

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026
Latest News

ଆଇଆଇଏମସି ଢେଙ୍କାନାଳ ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଦର୍ଶନ

September 26, 2026

ଆଜି ଅକ୍ଟୋବର ୨୬ ତାରିଖରେ ଆଠଟି ରାଶିର ବ୍ୟକ୍ତି ହେବେ ମାଲାମାଲ

September 26, 2026

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.