Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସ୍‌ଇ ଫି ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
ଆଜିର ଖବର

ସିବିଏସ୍‌ଇ ଫି ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଶୁଳ୍କ ବୃଦ୍ଧି ନେଇ  ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି। ଏକା ସାଙ୍ଗରେ ଏତେ ଫି ବୃଦ୍ଧି ଅଭିଭାବକଙ୍କୁ ବାଧିବ । ସ୍କୁଲ ଖୋଲିବା ପରେ ଏହି ଫି ବୃଦ୍ଧିର ପ୍ରକ୍ରିୟା ଓ କାରଣର ତର୍ଜମା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ସିବିଏସଇ ଦଶମ ଓ ଦ୍ୱାଦଶ  ଶ୍ରେଣୀ ପରୀକ୍ଷା ଫି ବୃଦ୍ଧି ପାଇଛି । ଏହାକୁ ଓଡ଼ିଶା ଅଭିଭାବକ ମହାସଂଘ ଅସନ୍ତୋଷ ପ୍ରକାଶ କରିଛି । ବର୍ତ୍ତମାନ ସୁଦ୍ଧା ଏସ୍‌ସି-ଏସ୍‌ଟି ଛାତ୍ରଛାତ୍ରୀମାନେ ୫୦ ଟଙ୍କା ପରୀକ୍ଷା ‘ଫି’ ଦେଉଥିଲେ । କିନ୍ତୁ ବିଜ୍ଞପ୍ତି ଅନୁସାରେ ନୂତନ ନିୟମ ଆଧାରରେ ସେମାନେ ୧୨୦୦ ଶହ ଟଙ୍କା ଦେବାକୁ ପଡ଼ିବ । ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀମାନେ ପରୀକ୍ଷା ଫି ପୂର୍ବରୁ ୧୨୦୦ଟଙ୍କା ଦେଉଥିବା ବେଳେ ବର୍ତ୍ତମାନ ନୂତନ ନିୟମ ଅନୁସାରେ ୧୫ ଶହ ଟଙ୍କା ପୈଠ କରିବାକୁ ପଡ଼ିବ । ମାଇଗ୍ରେସନ୍‌ ଫି ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କା ଦେବାକୁ ପଡ଼ିବ। ଏବଂ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ କୌଣସି ଫି ଦେବାକୁ ପଡ଼ିବ ନାହିଁ ବୋଲି ନୂତନ ନିୟମରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Latest News

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.