Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖଡାସିଙ୍ଗ୍ ରେଳଧାରଣାରୁ ମହିଳାଙ୍କ ମୃତ ଦେହ ଉଦ୍ଧାର
ଆଜିର ଖବର

ଖଡାସିଙ୍ଗ୍ ରେଳଧାରଣାରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

February 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖଡାସିଙ୍ଗ୍ ରେଳଧାରଣାରୁ ମହିଳାଙ୍କ ମୃତ ଦେହ ଉଦ୍ଧାର
ଖଡାସିଙ୍ଗ୍ ରେଳଧାରଣାରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଖଡାସିଙ୍ଗ୍ ରେଳଧାରଣାରୁ ଜଣେ ମହିଳାଙ୍କ ମୃତ ଦେହକୁ ପୋଲିସ୍ ଉଦ୍ଧାର କରିଛି। ମୃତ ମହିଳା ଜଣଙ୍କ ଗଜପତି ନଗର ତୃତୀୟ ଲାଇନର ରାଜଲକ୍ଷ୍ମୀ ସାହୁ ଓରଫ ପିଙ୍କି (୫୦) ବୋଲି ଜଣାପଡିଛି। ରାଜଲକ୍ଷ୍ମୀ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ସହାୟକ ଭାବେ କାର୍ଯ୍ୟ କରୁଛନ୍ତି ବୋଲି ଜଣାପଡିଛି।

ରାଜଲକ୍ଷ୍ମୀଙ୍କ ମୃତ ଦେହ ନିକଟରୁ ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ଯୁବକକୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଗୁରୁତର ଯୁବକ ଜଣକ ବାବୁଲା ଜେନା ବୋଲି ଜଣାପଡ଼ିଛି। ଘଟଣା ସ୍ଥଳରେ ବୈଦ୍ୟନାଥପୁର ଥାନା ଏବଂ ଜିଆରପି ଥାନା ପୁଲିସ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି। ଅନ୍ୟ ପକ୍ଷରେ ମହିଳାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ଖଡାସିଙ୍ଗ୍ ରେଳଧାରଣା ମହିଳାଙ୍କ ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026
Latest News

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026

ଜିଓ-ପିସି ରେ ଏବେ ଓଡ଼ିଆ ଭାଷାରେ ଉପଲବ୍ଧ ଜିଓ ଏଆଇ କ୍ଲାସରୁମ୍

March 12, 2026

IPL 2026 ପୂର୍ବରୁ ‘ଫିକ୍ସିଂ’ କ୍ରିକେଟ୍ ଜଗତରେ ହଇଚଇ: ପୂର୍ବତନ KKR ଖେଳାଳି ନିଲମ୍ବିତ

March 12, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.