Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ-ଲାହୋର ବସ୍‌ ସେବା ବନ୍ଦ କଲା ଭାରତ
ଆଜିର ଖବର

ଦିଲ୍ଲୀ-ଲାହୋର ବସ୍‌ ସେବା ବନ୍ଦ କଲା ଭାରତ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜିଠୁ ବନ୍ଦ ହେଲା ଭାରତ ପଟୁ ଦିଲ୍ଲୀ-ଲାହୋର ବସ୍‌ ସେବା । ପାକିସ୍ତାନ ପଟୁ ସେବା ବନ୍ଦ ହେବା ପରେ ଭାରତ ଏହି ନିଷ୍ପତ୍ତି ନେଇଛି । ୧୯୯୯ ମସିହା ଫେବୃଆରୀ ୧୯ରେ ତତ୍କାଳୀନ ଭାରତର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ବାରା ଏହି ବସ୍‌ ସେବା ଉଦ୍‌ଘାଟନ କରାଯାଇଥିଲା । ଦୁଇ ଦେଶ ମଧ୍ୟରେ ଶାନ୍ତି ତଥା ସୌହାର୍ଦ୍ଦ୍ୟ  ପ୍ରତିଷ୍ଠା କରିବା ଲକ୍ଷ୍ୟରେ ଏହି ସେବା ଆରମ୍ଭ କରାଯାଇଥିଲା । ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ଭାରତ ସହ ସମ୍ପର୍କ ଛିନ୍ନ କରିଛି । ପ୍ରଥମେ ସମସ୍ତ ବ୍ୟବସାୟିକ ସମ୍ପର୍କ ତୁଟାଇଥିବାବେଳେ ଆକାଶପଥ, ସମଝୌତା ଏକ୍ସପ୍ରେସ୍‌, ଥର୍‌ ଏକ୍ସପ୍ରେସ୍‌ ଓ ବସ୍‌ ସେବା ଓଙ ଭାରତୀୟ ସିନେମା ଆଦିକୁ ବନ୍ଦ କରିଥିଲା । ତେବେ ଭାରତ ତରଫରୁ ଆଜିଠୁ ପାକିସ୍ତାନକୁ ବସ୍‌ ସେବା ବନ୍ଦ କରିଛି ଭାରତ । ଆଜିଠୁ ଭାରତ ପଟୁ ଦିଲ୍ଲୀ-ଲାହୋର୍‌ ବସ୍‌ ସେବାକୁ ବନ୍ଦ କରିଛି । ସୂଚନାଯୋଗ୍ୟ, ଫୁଲ୍‌ଓ୍ବାମା ଆକ୍ରମଣ ପରେ ଭାରତ ପାକିସ୍ତାନ ମଧ୍ୟରେ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିଲା । ତେବେ ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ନେଇ ପାକିସ୍ତାନ ବେଶ୍‌ ବିବ୍ରତ ହୋଇ ଏପରି ସବୁ ନିଷ୍ପତ୍ତି ନେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.