Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ-ଲାହୋର ବସ୍‌ ସେବା ବନ୍ଦ କଲା ଭାରତ
ଆଜିର ଖବର

ଦିଲ୍ଲୀ-ଲାହୋର ବସ୍‌ ସେବା ବନ୍ଦ କଲା ଭାରତ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜିଠୁ ବନ୍ଦ ହେଲା ଭାରତ ପଟୁ ଦିଲ୍ଲୀ-ଲାହୋର ବସ୍‌ ସେବା । ପାକିସ୍ତାନ ପଟୁ ସେବା ବନ୍ଦ ହେବା ପରେ ଭାରତ ଏହି ନିଷ୍ପତ୍ତି ନେଇଛି । ୧୯୯୯ ମସିହା ଫେବୃଆରୀ ୧୯ରେ ତତ୍କାଳୀନ ଭାରତର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ବାରା ଏହି ବସ୍‌ ସେବା ଉଦ୍‌ଘାଟନ କରାଯାଇଥିଲା । ଦୁଇ ଦେଶ ମଧ୍ୟରେ ଶାନ୍ତି ତଥା ସୌହାର୍ଦ୍ଦ୍ୟ  ପ୍ରତିଷ୍ଠା କରିବା ଲକ୍ଷ୍ୟରେ ଏହି ସେବା ଆରମ୍ଭ କରାଯାଇଥିଲା । ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରେ ପାକିସ୍ତାନ ଭାରତ ସହ ସମ୍ପର୍କ ଛିନ୍ନ କରିଛି । ପ୍ରଥମେ ସମସ୍ତ ବ୍ୟବସାୟିକ ସମ୍ପର୍କ ତୁଟାଇଥିବାବେଳେ ଆକାଶପଥ, ସମଝୌତା ଏକ୍ସପ୍ରେସ୍‌, ଥର୍‌ ଏକ୍ସପ୍ରେସ୍‌ ଓ ବସ୍‌ ସେବା ଓଙ ଭାରତୀୟ ସିନେମା ଆଦିକୁ ବନ୍ଦ କରିଥିଲା । ତେବେ ଭାରତ ତରଫରୁ ଆଜିଠୁ ପାକିସ୍ତାନକୁ ବସ୍‌ ସେବା ବନ୍ଦ କରିଛି ଭାରତ । ଆଜିଠୁ ଭାରତ ପଟୁ ଦିଲ୍ଲୀ-ଲାହୋର୍‌ ବସ୍‌ ସେବାକୁ ବନ୍ଦ କରିଛି । ସୂଚନାଯୋଗ୍ୟ, ଫୁଲ୍‌ଓ୍ବାମା ଆକ୍ରମଣ ପରେ ଭାରତ ପାକିସ୍ତାନ ମଧ୍ୟରେ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇଥିଲା । ତେବେ ଜମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ନେଇ ପାକିସ୍ତାନ ବେଶ୍‌ ବିବ୍ରତ ହୋଇ ଏପରି ସବୁ ନିଷ୍ପତ୍ତି ନେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Latest News

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.