Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା
ଆଜିର ଖବର

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
T20 Asia Cup for Deaf Cricket Tournament to begin today at Barabati
T20 Asia Cup for Deaf Cricket Tournament to begin today at Barabati

କଟକ: କଟକ ବାରବାଟି ଷ୍ଟାଡିୟମରେ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା। ଭାରତ ସମେତ ଶ୍ରାଲଙ୍କା ଓ ନେପାଳକୁ ନେଇ ଏହି ପ୍ରତିଯୋଗୀତା ଅନୁଷ୍ଠିତ ହେବ। ସାମ୍ୱାଦିକ ସମ୍ମିଳନୀ କରି ଏନେଇ ଏସୀଆନ ଡିଫ୍ କ୍ରିକେଟ୍ ଆସୋସିଏସନ-ଏଡିସିଏ ପକ୍ଷରୁ ସୂଚନା ଦିଆଯ।ଇଛି।

ଆସନ୍ତା ୨୫ ତାରିଖରେ ପ୍ରତିଯୋଗୀତାର ଫାଇନାଲ ମ୍ୟାଚ ଖେଳାଯିବ। ବୁଧବାର ଏହି ପ୍ରତିଯୋଗିତା ପାଇଁ ଜର୍ସି ଉନ୍ମୋଚିତ ହୋଇଛି। ସାମ୍ୱାଦିକ ସମ୍ମିଳନୀରେ ଏଡିସିଏର ନିର୍ଦ୍ଦେଶକ ରୋମା ବଲ୍ଵାନି, ଏଡିସିଏର ସଭାପତି ସୁମିତ ଜେନଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

barabati Deaf Cricket Tournament T20 Asia Cup କଟକ ବାରବାଟି ଷ୍ଟାଡିୟମ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026
Latest News

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026

ଆଜିଠାରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା 

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.