Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଲଘୁଚାପ : ତିନି ଦିନ ବର୍ଷିବ
ଆଜିର ଖବର

ବଙ୍ଗୋପସାଗରରେ ଲଘୁଚାପ : ତିନି ଦିନ ବର୍ଷିବ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଯାହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହୋଇ ସାରିଛି। ଆହୁରି ୩ଦିନ ଯାଏଁ ବର୍ଷା ଜାରି ରହିବା ସମ୍ଭାବନା ରହିଛି । ଆଜି ଓ ଆସନ୍ତା କାଲି ନିମନ୍ତେ  ଅଧିକାଂଶ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ମୟୂରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ତିନିଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

“ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନର ପାତ୍ର”: ପେପର୍ ଲିକ୍ ସମ୍ପର୍କରେ ବିଜେପି ନେତାଙ୍କ ବଡ଼ ବିବୃତ୍ତି

June 16, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ଭଗବନ୍ତ ମାନ?: ଉଠିଲା ପ୍ରଶ୍ନ 

June 16, 2026

ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବଦଳିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

June 16, 2026

ଭାରତର ଶକ୍ତି କ୍ଷେତ୍ର ପାଇଁ ଏକ ବଡ଼ ବିଜୟ: ହର୍ମୁଜ୍ ପ୍ରଣାଳୀ ପାର କଲା ‘ଦିଶା’

June 16, 2026
Latest News

“ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନର ପାତ୍ର”: ପେପର୍ ଲିକ୍ ସମ୍ପର୍କରେ ବିଜେପି ନେତାଙ୍କ ବଡ଼ ବିବୃତ୍ତି

June 16, 2026

ଶୁଭେନ୍ଦୁ ଅଧିକାରୀଙ୍କ ବିଜୟକୁ ଚ୍ୟାଲେଞ୍ଜ: ହାଇକୋର୍ଟରେ ପିଟିସନ୍ ଦାଖଲ କଲେ ଦିଦି

June 16, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ଭଗବନ୍ତ ମାନ?: ଉଠିଲା ପ୍ରଶ୍ନ 

June 16, 2026

ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବଦଳିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

June 16, 2026

ଭାରତର ଶକ୍ତି କ୍ଷେତ୍ର ପାଇଁ ଏକ ବଡ଼ ବିଜୟ: ହର୍ମୁଜ୍ ପ୍ରଣାଳୀ ପାର କଲା ‘ଦିଶା’

June 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.