Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen
ଆଜିର ଖବର

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଜେଟକୁ ନେଇ ନବୀନ କହିଲେ
ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

ଭୁବନେଶ୍ବର: ଆଜି ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଓଡିଶା ବଜେଟ 2026 ଉପସ୍ଥାପନା କରିଛନ୍ତି। ଏଥର ସେ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥିରେ ସେ ପ୍ରାୟ 17ଟି ନୂଆ ଯୋଜନା ଘୋଷଣା କରିଥିବା ବେଳେ ମହିଳାମାନଙ୍କ ବିକାଶ କ୍ଷେତ୍ରରେ ବିଶେଷ ଧ୍ୟାନ ଦିଆଯାଇଛି। ସେହିପରି ଏଥର ବଜେଟରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗକୁ 615 କୋଟି ଟଙ୍କା ପ୍ରଦାନ କରାଯାଇଛି।

ତେବେ ଏହି ବଜେଟକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟାକ୍ଷ କରିଛନ୍ତି। ସେ ଆଜି ବିଧାନସଭାରେ ପୁରା ବଜେଟ ଶୁଣିବା ପରେ ବାହାରକୁ ଆସି ତାଙ୍କର ପ୍ରତିକ୍ରିୟା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ଏହି ବଜେଟକୁ ନେଇ ମୁଁ କଣ କହିବି କିଛି ଭାବି ପାରୁ ନାହିଁ। ଏହା ହେଉଛି Full Menu in Empty Kitchen । ଅର୍ଥାତ ବହୁ ନୂଆନୂଆ କଥା ବଜେଟରେ ରହିଛି ହେଲେ ପାଖରେ ପଇସା ନାହିଁ।

Naveen On Budget Naveen Patnaik Odisha Budget Odisha Budget 2026 ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026
Latest News

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.