Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ
ଆଜିର ଖବର

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Tourism Budget
Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

Odisha Tourism Budget: ବିଶ୍ଵ ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ସ୍ଥାନକୁ ଆହୁରି ଦୃଢ ଭାବରେ ପ୍ରତିଷ୍ଠିତ କରିବା ପାଇଁ ସରକାର 2026-27 ବଜେଟ୍‌ରେ ପର୍ଯ୍ୟଟନ କ୍ଷେତ୍ର ନିମନ୍ତେ 1,023 କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଯାହା ଗତ ବର୍ଷ ତୁଳନାରେ 25 % ଅଧିକ । ଓଡିଶାର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ପାଇଁ ଭୁବନେଶ୍ୱରଠାରେ 800 କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ ସଂଗ୍ରହାଳୟ ପ୍ରତିଷ୍ଠା ପାଇଁ ସରକାର ପଦକ୍ଷେପ ନେଇଛନ୍ତି।

ସେହିପରି ପୁରୀଠାରେ ଏକ ମେରାଇନ୍ ଆକ୍ୱାରିୟମ୍ ପ୍ରତିଷ୍ଠା ସହ ସମ୍ବଲପୁର, କଟକ, ଭୁବନେଶ୍ୱର, ବାରିପଦା ଏବଂ ବୈତରଣୀ ନଦୀ କୂଳରେ 500 କୋଟି ଟଙ୍କା ବ୍ୟୟରେ ନଦୀପଠାର (Riverfront) ସାମଗ୍ରିକ ବିକାଶ କରାଯିବ । ଏହାବ୍ୟତୀତ, ଆମେ 2047 ସୁଦ୍ଧା 25 ହଜାର ହୋଟେଲ ରୁମ୍ (Hotel Keys) ନିର୍ମାଣ ଲକ୍ଷ୍ୟରେ ଏକ ପର୍ଯଟନ ଲ୍ୟାଣ୍ଡ ବ୍ୟାଙ୍କ’ ଯୋଜନା ଆରମ୍ଭ କରୁଛନ୍ତି।

ଇକୋ-ଟୁରିଜିମ୍‌କୁ ପ୍ରୋତ୍ସାହିତ କରିବା ପାଇଁ ବାଲିପୁଟ, ସିମିଳିପାଳର ନୱାନା ଏବଂ କରଞ୍ଜିଆର ଦେଓଠାରେ ନୂତନ କେନ୍ଦ୍ର ସ୍ଥାପନ କରାଯିବା ସହ ଚିଲିକା ହ୍ରଦର ପୁନରୁଦ୍ଧାର ଏବଂ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ବିକାଶ ପାଇଁ ମାଷ୍ଟର ପ୍ଲାନ୍ କାର୍ଯ୍ୟକାରୀ କରାଯିବ । କେନ୍ଦୁଝରର ସାନଘାଗରା ଠାରେ 91 କୋଟି ଟଙ୍କା ବ୍ୟୟରେ ଆଞ୍ଚଳିକ ଉଦ୍ଭିଦ ସମ୍ବଳ କେନ୍ଦ୍ରର (RPRC) ଏକ ଉପ-କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ।

Odisha Budget Odisha Budget 2026 Odisha Tourism Budget
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026

ରାସ୍ତା ମଝିରେ ମରଣାନ୍ତକ ଆକ୍ରମଣ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.