Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»19 ବର୍ଷରୁ କମ୍‌ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟ : ବାଂଲାଦେଶକୁ ହରାଇ ଭାରତ ଚାମ୍ପିୟନ୍‌
ଆଜିର ଖବର

19 ବର୍ଷରୁ କମ୍‌ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟ : ବାଂଲାଦେଶକୁ ହରାଇ ଭାରତ ଚାମ୍ପିୟନ୍‌

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

19 ବର୍ଷରୁ କମ୍‌ ଭାରତୀୟ ଦଳ ଇଂଲଣ୍ଡରେ ଅନୁଷ୍ଠିତ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ୍‌ ହୋଇଛି । ଅଧିନାୟକ ପ୍ରିୟମ ଗର୍ଗ (73) ରନ୍‌ କରି ଦଳର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଭାରତ ବାଂଲାଦେଶକୁ 6 ଓ୍ବିକେଟ୍‌ରେ ପରାସ୍ତ କରିଥିଲା । ଟସ୍‌ ଜିତି ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଥିଲା ଭାରତ । ବାଂଲାଦେଶ ମହମଦୁଲ ହସନ୍‌ ଜୟଙ୍କ 109 ରନ୍‌ ବଳରେ 50 ଓଭରରେ ସମସ୍ତ ଓ୍ବିକେଟ ହରାଇ 261 ରନ୍‌ ସଂଗ୍ରହ କରିଥିଲା । ଜୟ 134 ବଲ୍‌ର ସମ୍ମୁଖୀନ ହୋଇ 9 ଚୌକା ଏବଂ 1 ଛକ୍କା ଜରିଆରେ 109 ରନ୍‌ ସଂଗ୍ରହ କରିଥିଲେ । ଭାରତ ପକ୍ଷରୁ କାର୍ତ୍ତିକ ତ୍ୟାଗୀ ଓ ସୁଶାନ୍ତ ମିଶ୍ରା ଦୁଇଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ରବି ବିଷ୍ଣୋଇ ଏବଂ ଶୁଭାଙ୍ଗ ହେଗଡେ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଜବାବରେ ଭାରତ ପକ୍ଷରୁ ଯଶଶ୍ବୀ ଜୟସ୍ବାଲ(50), ଦିବ୍ୟାଂଶ ସକ୍ସେନା(55) ଏବଂ ଧ୍ରୁବ୍‌ ଜୁଏଲ୍‌(59*) ପ୍ରମୁଖ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.