Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»19 ବର୍ଷରୁ କମ୍‌ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟ : ବାଂଲାଦେଶକୁ ହରାଇ ଭାରତ ଚାମ୍ପିୟନ୍‌
ଆଜିର ଖବର

19 ବର୍ଷରୁ କମ୍‌ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟ : ବାଂଲାଦେଶକୁ ହରାଇ ଭାରତ ଚାମ୍ପିୟନ୍‌

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

19 ବର୍ଷରୁ କମ୍‌ ଭାରତୀୟ ଦଳ ଇଂଲଣ୍ଡରେ ଅନୁଷ୍ଠିତ ତ୍ରୀରାଷ୍ଟ୍ରୀୟ ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ୍‌ ହୋଇଛି । ଅଧିନାୟକ ପ୍ରିୟମ ଗର୍ଗ (73) ରନ୍‌ କରି ଦଳର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଭାରତ ବାଂଲାଦେଶକୁ 6 ଓ୍ବିକେଟ୍‌ରେ ପରାସ୍ତ କରିଥିଲା । ଟସ୍‌ ଜିତି ପ୍ରଥମେ ବୋଲିଂର ନିଷ୍ପତ୍ତି ନେଇଥିଲା ଭାରତ । ବାଂଲାଦେଶ ମହମଦୁଲ ହସନ୍‌ ଜୟଙ୍କ 109 ରନ୍‌ ବଳରେ 50 ଓଭରରେ ସମସ୍ତ ଓ୍ବିକେଟ ହରାଇ 261 ରନ୍‌ ସଂଗ୍ରହ କରିଥିଲା । ଜୟ 134 ବଲ୍‌ର ସମ୍ମୁଖୀନ ହୋଇ 9 ଚୌକା ଏବଂ 1 ଛକ୍କା ଜରିଆରେ 109 ରନ୍‌ ସଂଗ୍ରହ କରିଥିଲେ । ଭାରତ ପକ୍ଷରୁ କାର୍ତ୍ତିକ ତ୍ୟାଗୀ ଓ ସୁଶାନ୍ତ ମିଶ୍ରା ଦୁଇଟି ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିବା ବେଳେ ରବି ବିଷ୍ଣୋଇ ଏବଂ ଶୁଭାଙ୍ଗ ହେଗଡେ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । ଜବାବରେ ଭାରତ ପକ୍ଷରୁ ଯଶଶ୍ବୀ ଜୟସ୍ବାଲ(50), ଦିବ୍ୟାଂଶ ସକ୍ସେନା(55) ଏବଂ ଧ୍ରୁବ୍‌ ଜୁଏଲ୍‌(59*) ପ୍ରମୁଖ ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025
Latest News

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.