Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ
ଆଜିର ଖବର

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ: ୨୩ ଲସ୍କର ସଦସ୍ୟଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର
ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ: ୨୩ ଲସ୍କର ସଦସ୍ୟଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସୁରକ୍ଷା ଏଜେନ୍ସିଗୁଡିକ ପୁଣି ଥରେ ସତର୍କତା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚିତ ହୋଇଛି ଯେ, ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈୟବା (LeT) ଲାଲକିଲ୍ଲା ନିକଟରେ ଏକ IED ଆକ୍ରମଣ ଯୋଜନା କରୁଛି। ଚାନ୍ଦନୀ ଚୌକର ଏକ ପ୍ରମୁଖ ମନ୍ଦିର ଟାର୍ଗେଟରେ ଥିବା ଜଣାପଡ଼ିଛି। ଗୁଇନ୍ଦା ସୂତ୍ରରୁ ଏହି ସୂଚନା ମିଳିଛି।

ସୂତ୍ରରୁ ସୂଚିତ ହୋଇଛି ଯେ, ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈୟବା (LeT) ଏକ IED ଆକ୍ରମଣ ଯୋଜନା କରୁଛି। ପାକିସ୍ତାନର ଇସଲାମାବାଦର ଏକ ମସଜିଦରେ ଫେବୃଆରୀ ୬ ତାରିଖରେ ହୋଇଥିବା ବିସ୍ଫୋରଣ ପରେ, ଏହି ଗୋଷ୍ଠୀ ଭାରତରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଥିବା ଜଣାପଡିଛି।

ସୁରକ୍ଷା ଏଜେନ୍ସିଗୁଡିକ ଖବର ପାଇବା ମାତ୍ରେ, ଦିଲ୍ଲୀ ପୋଲିସ ଏବଂ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଲାଲକିଲ୍ଲା, ଚାନ୍ଦନୀ ଚୌକ ଏବଂ ଆଖପାଖ ଧାର୍ମିକ ସ୍ଥଳରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଏହି ଅଞ୍ଚଳଗୁଡ଼ିକରେ ଅତିରିକ୍ତ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଜନଗହଳିପୂର୍ଣ୍ଣ ଅଞ୍ଚଳଗୁଡ଼ିକ ଉପରେ କଡ଼ା ନଜର ରଖାଯାଇଛି। ସନ୍ଦିଗ୍ଧ ବ୍ୟକ୍ତି ଏବଂ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖାଯାଇଛି। ସୁରକ୍ଷା ଏଜେନ୍ସିଗୁଡ଼ିକ କହିଛନ୍ତି ଯେ ଲସ୍କର-ଏ-ତୈୟବା ଆତଙ୍କବାଦୀମାନେ ଦେଶର ଏକ ପ୍ରମୁଖ ମନ୍ଦିରକୁ ଟାର୍ଗେଟ କରିପାରନ୍ତି। ବିଶେଷକରି ଦିଲ୍ଲୀର ଚାନ୍ଦନୀ ଚୌକରେ ଥିବା ଏକ ପ୍ରମୁଖ ମନ୍ଦିର ବିପଦରେ ପଡ଼ିପାରେ। ଯେକୌଣସି ସମ୍ଭାବ୍ୟ ଆକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି।

Breaking News Chandni Chowk Temple Delhi Terror Alert Red Fort Security Threat
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026

ମହଙ୍ଗା ପଡ଼ିଲା ଜନ୍ତୁ ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା: ଅଭିଯୁକ୍ତ ଗିରଫ

October 11, 2026

ବସ୍ କଣ୍ଡକ୍ଟରକୁ ମାରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

October 11, 2026
Latest News

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026

ମହଙ୍ଗା ପଡ଼ିଲା ଜନ୍ତୁ ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା: ଅଭିଯୁକ୍ତ ଗିରଫ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.