Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣି ଟାଙ୍କି ଭୁଷୁଡି 3ମୃତ, 6 ଆହତ
ଆଜିର ଖବର

ପାଣି ଟାଙ୍କି ଭୁଷୁଡି 3ମୃତ, 6 ଆହତ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମ୍ମଦାବାଦରେ ଏକ ପାଣି ଟାଙ୍କି ଭୁଷୁଡି ପଡିବାରୁ 3 ଜଣଙ୍କର ପ୍ରାଣହାନି ଘଟିଛି । ଅହମ୍ମଦାବାଦର ବୋପାଲ୍‌ରେ ଘଟିଥିବା ଏହି ଅଘଟଣରେ ଅନ୍ୟ 6 ଜଣ ମଧ୍ୟ ଆହତ ହୋଇଛନ୍ତି । ପ୍ରବଳ ବର୍ଷା କାରଣରୁ ପାଣି ଟାଙ୍କିଟି ଶ୍ରମିକ ମାନେ ରହୁଥିବା କ୍ୟାଣ୍ଟିନ୍‌ ଉପରେ ଗଳିପଡିଥିଲା । ସମୁଦାୟ 9 ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ 3 ଜଣ ପ୍ରଥମରୁ ପ୍ରାଣ ହରାଇଥିଲେ । ଆହତ 6 ଜଣଙ୍କୁ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡିଛି । ଅହମ୍ମଦାବାଦର ଜିଲ୍ଲାପାଳ ବିକ୍ରାନ୍ତ ପାଣ୍ଡେ ଦୁର୍ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନର ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026
Latest News

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026

ଅଟୋ ଚାଳକ କ୍ଷତି ଭରଣା କରିବେ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.