Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କର୍ଣ୍ଣାଟକ ବନ୍ୟା ପୀଡ଼ିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପା ସହାୟତା ଘୋଷଣା : ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା
ଆଜିର ଖବର

କର୍ଣ୍ଣାଟକ ବନ୍ୟା ପୀଡ଼ିତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପା ସହାୟତା ଘୋଷଣା : ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ସେଠାକାର ପରିସ୍ଥିତି ବେଶ୍‌ ସଙ୍ଗୀନ ହୋଇପଡିଛି । ଏଠାରେ   ହଜାର ହଜାର ଘରେ ପାଣି ଭର୍ତ୍ତି ହୋଇଯାଇଥିବାବେଳେ ଅନେକ ଘର ବନ୍ୟାରେ ବୋହିଯାଇଛି । ସହରକୁ ଯୋଡ଼ୁଥିବା କିଛି ପୋଲ୍‌ ଭାଙ୍ଗିଯାଇଛି । କର୍ଣ୍ଣାଟକର ବନ୍ୟା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପା ଆଜି ବନ୍ୟା ପ୍ରପୀଡ଼ିତଙ୍କ ପାଇଁ ସରକାରୀ ସହାୟତାର ଘୋଷଣା କରିଛନ୍ତି । ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯିବାର ଘୋଷଣା କରାଯାଇଥିବାବେଳେ ବର୍ତ୍ତମାନ ପାଇଁ ୧୦ ହଜାର ଟଙ୍କାର ଅନ୍ତରୀଣ ସହାୟତା ଦେବା ପାଇଁ ଘୋଷଣା କରାଯାଇଛି । ସୂଚନା ଅନୁସାରେ ଦକ୍ଷିଣ କର୍ଣ୍ଣାଟକରେ ୫ଟି ପୋଲ ଓ ୩୦୦ଟି ଘର ନଷ୍ଟ ହୋଇଛି । ଏହା ପୂର୍ବରୁ ଶନିବାର ଦିନ କେନ୍ଦ୍ର ସରକାରଙ୍କ ଉତ୍ତର-ପଶ୍ଚିମ ଓ ଊପକୂଳବର୍ତ୍ତୀ ଅଞ୍ଚଳରେ ଥିବା ରାଜ୍ୟର ୧୪ଟି ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ପାଇଁ ୩,୦୦୦ କୋଟିଟଙ୍କା କେନ୍ଦ୍ରକୁ ସହାୟତା ପାଇଁ ଦାବି କରିଛନ୍ତି । ଏଠାରେ ଅଗଷ୍ଟ ୧ରୁ ପ୍ରବଳ ବର୍ଷା ଓ ତୋଫାନ ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.