Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ
ଆଜିର ଖବର

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଆ ଗଣମାଧ୍ୟମ ଜଗତ
ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଓଡିଶା ଗଣମାଧ୍ୟମ ଜଗତରେ ସାମିଲ ହେଲେ ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ। ଆଜି ତାଙ୍କ ସଂପାଦିତ ସାପ୍ତାହିକ ସମ୍ବାଦପତ୍ର  ‘ଜନବାର୍ତ୍ତା’ ଉନମୋଚିତ ହୋଇଛି। ଏଥିସହିତ ଏହାର ଏକ ଡିଜିଟାଲ ଚ୍ୟାନେଲ ଓ ୱେବ୍‌ ପୋର୍ଟାଲ ମଧ୍ୟ ଶୁଭାରମ୍ଭ ହୋଇଛି। ଆଜି ଭୁବନେଶ୍ବରର ଭାରତୀୟ ବିଦ୍ୟାଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଏହା ଉନମୋଚିତ ହୋଇଛି।

ଏହି ଉତ୍ସବରେ ସମ୍ବାଦର ପ୍ରତିଷ୍ଠାତା ସୌମ୍ୟ ରଞ୍ଜନ ପଟ୍ଟନାୟକ, ଆଉଟଲୁକର ପୂର୍ବତନ ସମ୍ପାଦକ ରୁବେନ ବାନାର୍ଜୀ, ବରିଷ୍ଠ ସାମ୍ବାଦିକ ରବି ଦାସ, ପୂର୍ବତନ ରାଷ୍ଟ୍ରଦୂତ ମଳୟ ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଏଥିରେ ବିଜୟ କୁମାର ପଟ୍ଟନାୟକ କହିଥିଲେ, “ବଗିଚାରେ ଅନେକ ଫୁଲ ଫୁଟୁଛି। ଆଉ ଏକ ନୂଆ ଫୁଲ ଫୁଟିଲେ କିଛି କ୍ଷତିନାହିଁ। ଓଡ଼ିଶା ପାଇଁ କିଛି କରିବାର ମୁଁ ସ୍ୱପ୍ନ ଦେଖିଛି। ସେଇ ସ୍ୱପ୍ନ ମିଡ଼ିଆ ଦ୍ୱାରା ହିଁ ସମ୍ଭବ ହେବ ଭାବି ଏଥିରେ ଯୋଗଦେଲି। ଜନତାଙ୍କ ପାଇଁ ସାପ୍ତାହିକ ‘ଜନବାର୍ତ୍ତା’ ‘ସ୍ଵାଭିମାନୀ ଓଡିଆଙ୍କ ସ୍ୱର’ ଭାବେ ପ୍ରତିଫଳିତ ହେବ ବୋଲି ସେ କହିଛନ୍ତି।

ଓଡିଆ ଗଣମାଧ୍ୟମ ଜଗତ ଜନବାର୍ତ୍ତା ବିଜୟ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.