Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବହଳଦାରୁ 300 ପେଟି ମଦ ଜବତ କଲା ଅବକାରୀ ବିଭାଗ : 3 ଗିରଫ
ଆଜିର ଖବର

ବହଳଦାରୁ 300 ପେଟି ମଦ ଜବତ କଲା ଅବକାରୀ ବିଭାଗ : 3 ଗିରଫ

August 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୟୁରଭଞ୍ଜ ବହଳଦାରେ ମଦ ବୋଝେଇ ଟ୍ରକ ଜବତ କରାଯାଇଛି । ପ୍ରାପ୍ତ ସୂଚନା ମୁତାବକ, କୌଣସି ସୂତ୍ରରୁ ଖବର ପାଇଁ ବହଳଦା ପୋଲିସ ଏକ ଟ୍ରକ୍‌କୁ ଧରିଥିଲା । ଯାଞ୍ଚ କରିବା ପରେ ଟ୍ରକ୍‌ ଭିତରୁ ବିପୁଳ ପରିମାଣରେ ମଦ ମିଳିଥିଲା । ସମୁଦାୟ 300 ପେଟି ମଦ ଜବତ କରାଯାଇଥିଲା । ଯାହାର ଆନୁମାନିକ ମୂଲ୍ୟ 10 ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଉଛି । ଚଢ଼ାଉ ସମୟରେ 3 ଜଣଙ୍କୁ ଗିରଫ କରାଯାଇଥିବାବେଳେ 4 ଜଣ ଫେରାର ହୋଇଯାଇଛନ୍ତି । ଏତେ ପରିମାଣରେ ମଦ କେଉଁଠୁ ଆସିଲା ଏବଂ କିଏ ଚାଲାଣ କରୁଥିଲା ସେ ନେଇ ପୋଲିସର ତଦନ୍ତ ଜାରି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.