Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଆଜିର ଖବର

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାରେ ଆଗାମୀ ଜନଗଣନା–୨୦୨୭ ର ପ୍ରଥମ ପର୍ଯ୍ୟାୟ ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ଛତ୍ରପୁର ଜିଲ୍ଲା ପରିଷଦ ସ୍ଥିତ ଋଷିକୁଲ୍ୟା ସମ୍ମିଳନୀ ଭବନରେ ଆୟୋଜିତ ହୋଇଯାଇଛି। ଆଜି ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲାର ବିଭିନ୍ନ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀମାନେ ସକ୍ରିୟ ଭାଗ ନେଇଥିଲେ।

କାର୍ଯ୍ୟକ୍ରମରେ ଏଡିଏମ୍-କମ୍-ଡିଷ୍ଟ୍ରିକ୍ଟ ସେନସସ୍ ଅଫିସରଙ୍କ ନେତୃତ୍ୱରେ ଏସିଷ୍ଟାଣ୍ଟ ଡିରେକ୍ଟର/ଜିଲ୍ଲା ନୋଡାଲ୍ ଅଫିସର ଶ୍ରୀ ସୁଜିତ କୁମାର ପ୍ରଧାନ ଓ ଜିଲ୍ଲା ଇନ୍ଚାର୍ଜ ସନ୍ତୋଷ କୁମାର ଆଚାର୍ଯ୍ୟ ଉପସ୍ଥିତ ଥିଲେ। ଏହାସହ ଉପଜିଲ୍ଲାପାଳ ଓ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଯୋଗଦେଇ ପ୍ରଶିକ୍ଷଣକୁ ଦୃଢ଼ତା ଓ ଗମ୍ଭୀରତା ପ୍ରଦାନ କରିଥିଲେ।

ତହସିଲଦାର-କମ୍-ଚାର୍ଜ ଅଫିସରମାନେ, ୟୁଏଲବି/ଏନଏସିର ଏକ୍ସିକ୍ୟୁଟିଭ୍ ଅଫିସରମାନେ, ଡିଲିଂ ଆସିଷ୍ଟାଣ୍ଟ ଓ ଟେକ୍ନିକାଲ୍ ଆସିଷ୍ଟାଣ୍ଟମାନେ ମଧ୍ୟ ସଚେତନ ଭାବେ ଭାଗ ନେଇଥିଲେ। ଗଞ୍ଜାମ ଜିଲ୍ଲାର ବିଭିନ୍ନ ତହସିଲ ଓ ସହର ନିକାୟରୁ ପ୍ରାୟ ୨୩୭ ଜଣ ଅଧିକାରୀ ଓ କର୍ମଚାରୀ ଏହି କାର୍ଯ୍ୟକ୍ରମରଉପସ୍ଥିତ ଥିଲେ। ପ୍ରଶିକ୍ଷଣ ସମୟରେ ଘର ଗଣନା ପ୍ରକ୍ରିୟା,ତଥ୍ୟ ସଂଗ୍ରହ ପଦ୍ଧତି, ଡିଜିଟାଲ୍ ଏପ୍ଲିକେଶନର ବ୍ୟବହାର ଓ ସଠିକ୍ ତଥ୍ୟ ରେକର୍ଡିଂ ସମ୍ପର୍କରେ ଆଲୋଚନା ହୋଇଛି।

ଗଞ୍ଜାମ ଜିଲ୍ଲା ଜନଗଣନା–୨୦୨୭ ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Latest News

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.