Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି
ଆଜିର ଖବର

କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

February 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋରାପୁଟରୁ ଜବତ ହେଲା
କୋରାପୁଟରୁ ଜବତ ହେଲା ୧୮୦୦ ଲିଟର ଗଞ୍ଜେଇ ତେଲ, ମୂଲ୍ୟ ୨୦୦ କୋଟି

କୋରାପୁଟ: ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ପୋଲିସକୁ ମିଳିଛି ବଡ ସଫଳତା। ତାହା ହେଲା ଅତ୍ୟାଧୁନିକ ପ୍ରଣାଳୀରେ ଗଞ୍ଜେଇ ଚାଲାଣର ଫର୍ମୁଲାର ପ୍ରମାଣ ମିଳିବା ସହିତ ବହୁ ପରିମାଣର ଗଞ୍ଜେଇ ମଧ୍ୟ ଜବତ ହୋଇଛି। ଗଞ୍ଜେଇ ଚାଲାଣର ନୂଆ ଫର୍ମୁଲା ହେଲା ସିଧା କଞ୍ଚା ଗଞ୍ଜେଇ ନ ପଠାଇ ଏଣିକି ଚୋରା ବ୍ୟବସାୟୀମାନେ ଗଞ୍ଜେଇକୁ ତେଲରେ ପରିଣତ କରି ବାହାର ରାଜ୍ୟକୁ ଚାଲାଣ କରିବାରେ ଲାଗିଛନ୍ତି।

ଏହି ତେଲ ତିଆରି କରାଯାଉଥିବା ଏକ କାରଖାନାକୁ କୋରପୁଟ ପୋଲିସ ଠାବ କରିବା ସହିତ ବହୁ ପରିମାଣର ଗଞ୍ଜେଇ ତେଲ ମଧ୍ୟ ଜବତ କରିଛି। ଏହି ପ୍ରୋସେସିଂ ୟୁନିଟ୍ ଓଡ଼ିଶା-ଆନ୍ଧ୍ର ସୀମା ଜଲାପୁଟ୍‌ ଜଳଭଣ୍ଡାର ନିକଟ ଜଙ୍ଗଲରେ ଚୋରା ବେପାରୀମାନେ ସ୍ଥାପନ କରିଥିଲେ। ସେଠାରୁ ପୋଲିସ ୧୮୦୦ ଲିଟର ଗଞ୍ଜେଇ ତେଲ ଜବତ କରିଛି ଯାହାର ଆନୁମାନିକ ମୂଲ୍ୟ ୨୦୦ କୋଟି ଟଙ୍କା ହେବ ବୋଲି ଜଣାପଡିଛି । ଏଥିସହ ୧ ହଜାର କେଜିରୁ ଊର୍ଦ୍ଧ୍ବ ଗଞ୍ଜେଇ ମଧ୍ୟ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୫ କୋଟି ଟଙ୍କା ହେବ।

କୋରାପୁଟ ଗଂଜେଇ ଚାଲାଣ ଗଞ୍ଜେଇ ଗଞ୍ଜେଇ ତେଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.