Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ
ଆଜିର ଖବର

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ
ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

ରେଢ଼ାଖୋଲ (କନ୍ଦର୍ପ ବେହେରା): ରାଜ୍ୟ ନୀତି ଆୟୋଗ ର ନୋଡାଲ ଅଫିସର. ନିକିତା ଗଣ୍ଡଲେ ଆକାଂକ୍ଷୀ ବ୍ଲକ ନାକଟିଦେଉଳକୁ ପରିଦର୍ଶନରେ ଆସି ରାଜୀବ ଭବନ ସଭା ଗୃହ ଠାରେ ପ୍ଲାନିଂ ଅଫିସର ପ୍ରକାଶ ଦେଓ, ବିଡ଼ିଓ ଆକାଶ ରଞ୍ଜନ ସାହୁ, ଅତିରିକ୍ତ ବିଡ଼ିଓ ବିଦ୍ୟାଧର ରାଉତ ରାୟ ଙ୍କ ସମେତ ବ୍ଲକର ସମସ୍ତ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ସୂଚକାଙ୍କ ଅନୁସାରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ବିଶେଷ କରି ସ୍ୱାସ୍ଥ୍ୟ କ୍ଷେତ୍ର ରେ ଗର୍ଭ ବତୀ ମହିଳା,ଓ ଅଙ୍ଗନୱାଡି କ୍ଷେତ୍ରରେ ଶିଶୁ ମାନଙ୍କ ପୃଷ୍ଟି କର ଖାଦ୍ୟ ଉପରେ ଗୁରୁତ୍ୱ ଦେଇଥିଲେ।

ଏହି ଅବସରରେ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର, ଏବଂ ସିଡିପିଓ ଅଫିସ ଏବଂ ମା ଦୁର୍ଗା ମାଣ୍ଡିଆ ଉତ୍ପାଦକ ସଂଘ ସରାପାଲି, ଅଙ୍ଗନାୱାଡି କେନ୍ଦ୍ର ପରିଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ନାକଟିଦେଉଳ ବ୍ଲକର ଏ ବିଏଫ କୃଷ୍ଣ ଚନ୍ଦ୍ର ପଣ୍ଡା ସଂଯୋଜନା କରିଥିଲେ ।

ନାକଟିଦେଉଳ ବ୍ଲକ ନିକିତା ଗଣ୍ଡଲେ ନୋଡାଲ ଅଫିସର ରାଜ୍ୟ ନୀତି ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026
Latest News

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.