Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର
ଆଜିର ଖବର

ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

February 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର
ପୃଥକ୍ ପୃଥକ୍ ଦୁର୍ଘଟଣାରେ ୩ ମୃତ, ୨ ଗୁରୁତର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ସହର ଉପକଣ୍ଠ ଲୋଚାପଡା ଗୁରୁଣ୍ଠି ରାସ୍ତା ଝାଡାଙ୍କୁଲି ଛକରେ ଗୋଟିଏ ରିଗ୍ ମେସିନ୍ ଗାଡ଼ି ଗୋଟିଏ ସାଇକେଲକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଗାଡ଼ି ଡ଼୍ରାଇଭର ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଗାଡ଼ି ଓଲଟି ପଡିବା ସହ ଗାଡ଼ି ଉପରେ ବସିଥିବା କିଛି ଶ୍ରମିକ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ସେଥିମଧ୍ୟରୁ ରବି ନାୟକ ନାମକ ଜଣେ ଶ୍ରମିକର ଘଟଣାସ୍ଥଳରେ ଘଟିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନ୍ୟ ଗୁରୁତରମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଚିକିତ୍ସା ସମୟରେ ଅନ୍ୟ ଜଣେ ଶ୍ରମିକ ଶିବାଜୀ କହଁରଙ୍କ ମୃତ୍ୟୁ ଘଟିଛି ଓ ସାଇକେଲ ଆରୋହୀ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।ରିଗ୍ ମେସିନ୍ ଗାଡ଼ି ର ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି।

ଅନ୍ୟ ପକ୍ଷରେ ଖଜୁରୀଆ ପେଟ୍ରୋଲ ପମ୍ପ ନିକଟରେ ମୋଟରସାଇକେଲ ଅଟୋ ମୁହାଁମୁହିଁ ଧକ୍କା ଫଳରେ ଅଟୋ ଗାଡ଼ି ଓଲଟି ପଡ଼ିଥିଲା। ସେଥିରେ ବସିଥିବା ଚିକିଟି ପିତାତଳି ଅଞ୍ଚଳର ଅସିତ ଗୌଡଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କିଛି ଯାତ୍ରୀ ଓ ମୋଟରସାଇକେଲ ଚାଳକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଦୁର୍ଘଟଣା ବ୍ରହ୍ମପୁର ସହର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026
Latest News

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ପିଏମ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅଧୀନରେ ପରିବର୍ତ୍ତନଶୀଳ ସମ୍ପ୍ରସାରଣ କରୁଛି ଭାରତୀୟ ରେଳବାଇ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.