Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ
ଆଜିର ଖବର

ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

February 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ
ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକଙ୍କ ପୌରହିତ୍ୟରେ ପୁରୁଷୋତ୍ତମପୁର ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷଙ୍କ ସହଯୋଗରେ ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କୋଠରୀ ପରିସରରେ ଗୁରୁବାର ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ନାଲସା ଆଶା (ସଚେତନତା, ସମର୍ଥନ, ସାହାଯ୍ୟ ଏବଂ କାର୍ଯ୍ୟ) ସ୍କିମ-୨୦୨୫ ବିଷୟରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା।

ଏହି ପରିପ୍ରେକ୍ଷୀରେ ପୁରୁଷୋତ୍ତମପୁର ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ସିନିଅର ସିଭିଲ ଜଜ (ପୁରୁଷୋତ୍ତମପୁର) ଶରତ କୁମାର ସାହୁ, ପୁରୁଷୋତ୍ତମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ସିଡିପିଓ ଲଳିତା ମଲ୍ଲିକ, ସିଭିଲ କୋର୍ଟ କର୍ମଚାରୀ, ଅଙ୍ଗନବାଡି କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।

ତେଵେ କାର୍ଯ୍ୟକ୍ରମଟି ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ଦ୍ୱାରା ସଫଳ ରୂପେ ପରିଚାଳିତ ହୋଇଛି।

ଗଞ୍ଜାମ ଜିଲ୍ଲା ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.