Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ
ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

ବାଣପୁର: ଓଡ଼ିଶା ସରକାର ଇସେପା ଭୁବନେଶ୍ୱରଙ୍କ ନିର୍ଦ୍ଧେଶ ଅନୁଯାୟୀ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ବାଣପୁରଙ୍କର ଆୟୋଜିତ ପାଞ୍ଚ ଦିନିଆ ପାଞ୍ଚ ଗୋଟି ପର୍ଯ୍ୟାୟରେ ୪୭୨ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଗତ ତା.୨୮.୦୧.୨୦୨୬ ଠାରୁ ତା ୨୭.୦୨.୨୦୨୬ ରିଖପଯ୍ୟନ୍ତ ୪ଜଣ ସମ୍ବଳ ଅଧିକାରୀଙ୍କ ମାଧ୍ୟମରେ ପ୍ରଶିକ୍ଷଣ ସମାପନ ହୋଇଛି। ଅନ୍ତିମ ଦିନରେ ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ସୋନମିକା ରାୟ ତାଲିମ କେନ୍ଦ୍ର ପରିଦର୍ଶନ କରି କେନ୍ଦ୍ରକୁ ଉଦଯାପନ କରି ଶିକ୍ଷକ ମାନଙ୍କୁ ପ୍ରମାଣ ପତ୍ର ବଣ୍ଟନ କରିଛନ୍ତି।

ସମ୍ବଳ ଅଧିକାରୀ ଭାବରେ ସୂର୍ଯ୍ୟକାନ୍ତ ବେହେରା, ନରେଶ କୁମାର ପଣ୍ଡା, ତାପସ କୁମାର ମହାରଣା ଓ ମନୋରଞ୍ଜନ ଖୁଣ୍ଟିଆ ଯୋଗ ଦେଇ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ମାନସିଂହ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପରୀକ୍ଷଣ ଯୋଗାଇ ପ୍ରଶଂସାର ଅଧିକାରୀ ହୋଇପାରିଛନ୍ତି। ସମସ୍ତ ସିଆରସିସି ଓ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସହଯୋଗ ନିମନ୍ତେ ପ୍ରଭାତ କୁମାର ସେଠୀ ଗୋଷ୍ଠୀ ଶିକ୍ଷା ସାଧନ କେନ୍ଦ୍ର ସଂଯୋଜକ ସେମାନଙ୍କୁ ଅଶେଷ ଧନ୍ୟବାଦ ଜ୍ଞାପନ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମକୁ ସନାତନ ଜାଲୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଓ ପ୍ରଭାତ କୁମାର ସେଠୀ, ଗୋଷ୍ଠୀ ଶିକ୍ଷା ସାଧନ ସଂଯୋଜକ ଜିଲ୍ଲା ଶିକ୍ଷାଧିକାରୀ ଙ୍କ ନେତୃତ୍ଵରେ ସମୟ ନୁକ୍ରମରେ ଶାନ୍ତି ଶୃଙ୍ଖଳାର ସହିତ କେନ୍ଦ୍ର କୁ ଉଦଯାପନ କରିଥିଲେ।

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ହ୍ରଦର ପୁନରୁଦ୍ଧାର ପଦକ୍ଷେପ ପାଇଁ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ

February 27, 2026

ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ ପକ୍ଷରୁ ଗଣ-ପଦଯାତ୍ରା

February 27, 2026

ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ

February 27, 2026

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026
Latest News

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ପ୍ରବୋଧନ ଶିକ୍ଷା ତାଲିମ କେନ୍ଦ୍ର ପରିଦର୍ଶନ

February 27, 2026

ଚିଲିକା ହ୍ରଦର ପୁନରୁଦ୍ଧାର ପଦକ୍ଷେପ ପାଇଁ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ

February 27, 2026

ସାମାଜିକ ଅନୁଷ୍ଠାନ ‘ସିଟିଜେନ୍ ୱେଭ୍ ମିଡିଆ’ ପକ୍ଷରୁ ଗଣ-ପଦଯାତ୍ରା

February 27, 2026

ଦାଦା ବଟି ନଦେବାରୁ ଠିକାଦାରଙ୍କୁ ଆକ୍ରମଣ ଅଭିଯୋଗ

February 27, 2026

ଡିଏମକେରେ ଯୋଗଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପନ୍ନିରସେଲଭମ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.