Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଂରାଜୀ, ଗଣିତ ଓ ବିଜ୍ଞାନ ଶିକ୍ଷା ଉପରେ ଗଣଶିକ୍ଷା ବିଭାଗର ଗୁରୁତ୍ବ
ଆଜିର ଖବର

ଇଂରାଜୀ, ଗଣିତ ଓ ବିଜ୍ଞାନ ଶିକ୍ଷା ଉପରେ ଗଣଶିକ୍ଷା ବିଭାଗର ଗୁରୁତ୍ବ

August 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶେଷରେ ଶିକ୍ଷା ବିଭାଗର ନିଦ ଭାଙ୍ଗିଛି । ଏଣିକି ସରକାରୀ ବିଦ୍ୟାଳୟରେ ପ୍ରାଥମିକ ସ୍ତରରୁ ଗଣିତ, ଇଂରାଜୀ ଏବଂ ବିଜ୍ଞାନ ଶିକ୍ଷା ଉପରେ ଅଧିକ ଗୁରୁତ୍ବ ପ୍ରଦାନ କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏଣିକି ଏହି ତିନୋଟି ବିଷୟକୁ 45 ମିନିଟ୍‌ ପରିବର୍ତ୍ତେ 90 ମିନିଟ୍‌ ଲେଖାଏଁ ପଢିଆଯିବ ବୋଲି ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଏହି ତିନୋଟି ବିଷୟରେ ଛାତ୍ର ଛାତ୍ରୀ କମ୍‌ ମାର୍କ ରଖୁଥିବାରୁ ପ୍ରାଥମିକ ସ୍ତରରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବାର ନିଷ୍ପତ୍ତି ନେଇଛି ଶିକ୍ଷାବିଭାଗ । ପ୍ରାରମ୍ଭିକ ଭାବରେ କିଛି ସ୍କୁଲରେ ଏହାକୁ ଲାଗୁ କରାଯିବା ପରେ ବ୍ଲକ୍‌ସ୍ତରରେ ଲାଗୁ କରାଯିବ ବୋଲି ସୂଚନା ମିଳିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.