Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର
ଆଜିର ଖବର

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
କୀଟନାଶକ ଖାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅନ୍ତର୍ଗତ ଘୋଡ଼ା ହାଡ଼ ରାସ୍ତାରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି। ଯେଉଁଥିରେ ବୁଲେଟ୍ ଚାଳକ ତଥା ନିକଟସ୍ଥ ସିଦ୍ଧେଶ୍ୱର ଗ୍ରାମର ଗଣେଶ ରେଡି ପ୍ରାଣ ହରାଇଥିବା ବେଳେ ଆରୋହୀ ଚେରୁ ରେଡ଼ି, ସ୍କୁଟି ଚାଳକ ଓ ଆରୋହୀ ରାଜା ପ୍ରଧାନ ଓ ଆଦର୍ଶ ଦଳେଇ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ଦିଗପହଣ୍ଡି ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଗଣେଶ ଚେରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ସ୍କୁଟି ଚାଳକ ଓ ଆରୋହୀ ଭୁଷୁଣ୍ଡା ଗ୍ରାମକୁ ଫେରୁଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ଉଭୟଙ୍କ ଗାଡ଼ି ଜବତ କରିବା ସହ ମୃତ ଗଣେଶଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ନଂ ୭୦/୨୬ ରୁଜ୍ଜୁ କରିଛି।

ଅନ୍ୟ ୩ ଗୁରୁତର ଚାଳକ ମୃତ ଦିଗପହଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026
Latest News

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.