Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida Attends Pandit Deendayal Upadhyay Training Campaign
Pravati Parida Attends Pandit Deendayal Upadhyay Training Campaign

ପୁରୀ: ପୁରୀସ୍ଥିତ ସ୍ୱାମୀ ନାରାୟଣ ମନ୍ଦିରରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହା ଅଭିଯାନ ଅଧୀନରେ ପୁରୀ ଜିଲ୍ଲା ଯୋଜନା ବୈଠକରେ ଯୋଗ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ସହ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ତୃଣମୂଳସ୍ତରରେ ପହଞ୍ଚାଇବାକୁ ଦଳର କାର୍ଯ୍ୟକର୍ତ୍ତାମାନଙ୍କୁ ସେ ଆହ୍ୱାନ ଜଣାଇଛନ୍ତି। ‘ରାଷ୍ଟ୍ର ପ୍ରଥମ, ସଂଗଠନ ଦ୍ୱିତୀୟ ଏବଂ ବ୍ୟକ୍ତି ଅନ୍ତିମ’ ମନ୍ତ୍ରକୁ ଆଧାର କରି କାର୍ଯ୍ୟ କରିବା ପାଇଁ ବୈଠକରେ ସଂକଳ୍ପ ଗ୍ରହଣ କରାଯାଇଛି।

ବୈଠକରେ ପୁରୀ ସାଂସଦ ସମ୍ୱିତ ପାତ୍ର, ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ପିପିଲି ବିଧାୟକ, ସତ୍ୟବାଦୀ ବିଧାୟକ, ପୁରୀ ଜିଲ୍ଲା ବିଜେପି ସଭାପତିଙ୍କ ସମେତ ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନେ ଉପସ୍ଥିତ ଥିଲେ।

Pandit Deendayal Upadhyay Pravati Parida Training Campaign ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ସ୍ୱାମୀ ନାରାୟଣ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026
Latest News

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026

ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ୧୦୦ ବର୍ଷ ପୂର୍ତ୍ତି ଅବସରରେ ପ୍ରମୁଖ ଜନ ସଂଗୋଷ୍ଠୀ

April 12, 2026

କରେଣ୍ଟ ଲାଗି ତିନି ଦଣ୍ଡୁଆ ମୃତ

April 12, 2026

କୂଅରୁ ମୃତଦେହ ଉଦ୍ଧାର: ୧୨ଜଣ ଗିରଫ

April 12, 2026

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.