Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ
ଆଜିର ଖବର

ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ

March 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ
ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ

ମୁମ୍ବାଇ: ମହାରାଷ୍ଟ୍ରର ନାଗପୁରରେ ଏକ ପ୍ରମୁଖ ବିସ୍ଫୋରକ ତିଆରି କାରଖାନାରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଭୟଙ୍କର ବିସ୍ଫୋରଣ ଯୋଗୁଁ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି। ନାଗପୁର ଜିଲ୍ଲାର କଟୋଲ ତାଲୁକାର ରାଉଲଗାଓଁ ନିକଟରେ ବାରୁଦ, ଡେଟୋନେଟର ଏବଂ ଅନ୍ୟାନ୍ୟ ବିସ୍ଫୋରକ ତିଆରି କରୁଥିବା କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟିଛି।

ଏହି ଦୁର୍ଘଟଣାରେ ପ୍ରାୟ ୧୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଆହତ ଶ୍ରମିକଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି।

Maharashtra News NAGPUR NEWS
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲିଠାରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

March 1, 2026

ଗ୍ଲୋବାଲ୍ ଏଆଇ ଭାଇବ୍ରାନ୍ସି ର଼୍ୟାଙ୍କିଙ୍ଗରେ ତୃତୀୟ ସ୍ଥାନରେ ଭାରତ

March 1, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରଠାରେ ‘ଇନୋଭେସନ ଫେଷ୍ଟିଭାଲ-୨୦୨୬’ ଉଦଘାଟିତ

March 1, 2026

ଆଦିବାସୀ ଉନ୍ନତିକୁ ଗତି: କଳା, ସଂସ୍କୃତି ଓ ଉଦ୍ୟୋଗର ବିକାଶ ପାଇଁ ନୂତନ ପଦକ୍ଷେପ 

March 1, 2026
Latest News

ବିସ୍ଫୋରକ କାରଖାନାରେ ବଡ ବିସ୍ଫୋରଣ: ୧୫ ମୃତ, ଅନେକ ଶ୍ରମିକ ଆହତ

March 1, 2026

ଇସ୍ରାଏଲ-ଆମେରିକା ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତାଙ୍କ ମୃତ୍ୟୁ: ନିଶ୍ଚିତ କଲା ଗଣମାଧ୍ୟମ

March 1, 2026

ଆସନ୍ତାକାଲିଠାରୁ ଜୀ ସାର୍ଥକରେ ମେଗା ଧାରାବାହିକ ‘କିଛି ସତ କିଛି ମିଛ’ର ଶୁଭାରମ୍ଭ

March 1, 2026

ଗ୍ଲୋବାଲ୍ ଏଆଇ ଭାଇବ୍ରାନ୍ସି ର଼୍ୟାଙ୍କିଙ୍ଗରେ ତୃତୀୟ ସ୍ଥାନରେ ଭାରତ

March 1, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱରଠାରେ ‘ଇନୋଭେସନ ଫେଷ୍ଟିଭାଲ-୨୦୨୬’ ଉଦଘାଟିତ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.