Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida Inaugurated HPV Vaccine in Puri
Pravati Parida Inaugurated HPV Vaccine in Puri

ପୁରୀ: ପୁରୀ ଜିଲ୍ଲା ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ ଏଚ୍ପିଭି ଟିକାକରଣର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଟିକା ନେଇଥିବା ଝିଅମାନଙ୍କୁ ଉତ୍ସାହିତ କରିବା ସହ ଏହାର ଆବଶ୍ୟକତା ବାବଦରେ ସେ ଜନସାଧାରଣଙ୍କୁ ସଚେତନ କରାଇଛନ୍ତି। ଜରାୟୁ ଗ୍ରୀବା କର୍କଟ ଭାରତୀୟ ମହିଳାମାନଙ୍କ ପାଇଁ ଗୁରୁତର ଚିନ୍ତାର କାରଣ ପାଲଟିଛି। ଏହାର ମୂଳୋତ୍ପାଟନ ପାଇଁ ସରକାର ବ୍ୟାପକ ଏଚ୍ପିଭି ଟିକାକରଣ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ସେ କହିଛନ୍ତି।

ଏହି ଅବସରରେ ପୁରୀ ସାଂସଦ ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ଅନ୍ୟ ଅଧିକାରୀ ଏବଂ ଆଶା କର୍ମୀମାନେ ଉପସ୍ଥିତ ଥିଲେ।

HPV Vaccine Pravati Parida Puri ଏଚପିଭି ଟିକାକରଣ ପୁରୀ ପ୍ରଭାତୀ ପରିଡା ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.