Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା
ଆଜିର ଖବର

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସଭା ନିର୍ବାଚନ
ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

ଭୁବନେଶ୍ବର: ବିଜେଡି ପରେ ଆଜି ବିଜେପି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେମାନେ ହେଲେ ସଭାପତି ମନମୋହନ ସାମଲ ଏବଂ ସୁଜିତ କୁମାର। ମନମୋହନ ପୂର୍ବରୁ ରାଜ୍ୟସଭା ଯିବେ ବୋଲି ଆଶା କରାଯାଉଥିଲା। ହେଲେ ଶେଷରେ ଦିଲ୍ଲୀ ବିଜେପି ତାଙ୍କର ପ୍ରାର୍ଥୀତ୍ବରେ ମୋହର ମାରିଛନ୍ତି। ସେହିପରି ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଥିବା ସୁଜିତ କୁମାରଙ୍କୁ ପୁଣି ଦଳ ଭରସା କରିଛି। ତାଙ୍କୁ ଦ୍ବିତୀୟ ପ୍ରାର୍ଥି କରିଛି।

ତେବେ ଏହି ଘଟଚପଟ ଭିତରେ ଆଉ ଏକ ନୂଆ ଘଟଣା ପଦାକୁ ଆସିଛି। ତାହା ହେଲା ପୂର୍ବତନ ମନ୍ତ୍ରୀ ଦିଲ୍ଲୀପ ରାୟ ପ୍ରାର୍ଥୀ ହେବେ ବୋଲି ଘୋଷଣା କରିଛନ୍ତି। ସେ ଖୁବ ଶିଘ୍ର ନାମାଙ୍କନ ଭରିବେ ବୋଲି କହିଛନ୍ତି। ତେବେ ଏ ନେଇ ସେ ଦିଲ୍ଲୀରେ ଅମିତ ସାହ, ମନମୋହନ ସାମଲଙ୍କ ସହିତ କଥା ହୋଇଛନ୍ତି। ସେ ପ୍ରାର୍ଥୀପତ୍ର ଦାଖଲ କଲେ ଚତୁର୍ଥ ଆସନ ପାଇଁ ଟଣାଉଟରା ଆରମ୍ଭ ହୋଇଯିବ।

ଦିଲ୍ଲୀପ ରାୟ ମନମୋହନ ସାମଲ ରାଜ୍ୟସଭା ନିର୍ବାଚନ ସୁଜିତ କୁମାର
Share. Facebook Twitter LinkedIn Email WhatsApp Copy Link

Related Posts

ବନତାରାର ଗୋଟିଏ ବର୍ଷ: ଚିକିତ୍ସା, ପୁନର୍ବାସ ଏବଂ ବନ୍ୟପ୍ରାଣୀ ସଂରକ୍ଷଣରେ ଏକ ନୂତନ ଦୃଷ୍ଟାନ୍ତ ସ୍ଥାପନ

March 3, 2026

ଜିଓ ପ୍ଲାଟଫର୍ମସ ପକ୍ଷରୁ ଡାନ୍ ବେଲିଙ୍କୁ ସଭାପତି ନିଯୁକ୍ତି ଘୋଷଣା

March 3, 2026

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପି ଘୋଷଣା କଲା ପ୍ରାର୍ଥୀଙ୍କ ନାମ, ସେପଟେ ଦିଲ୍ଲୀପ ରାୟ କଲେ ଘୋଷଣା

March 3, 2026

ବନତାରାର ଗୋଟିଏ ବର୍ଷ: ଚିକିତ୍ସା, ପୁନର୍ବାସ ଏବଂ ବନ୍ୟପ୍ରାଣୀ ସଂରକ୍ଷଣରେ ଏକ ନୂତନ ଦୃଷ୍ଟାନ୍ତ ସ୍ଥାପନ

March 3, 2026

ଜିଓ ପ୍ଲାଟଫର୍ମସ ପକ୍ଷରୁ ଡାନ୍ ବେଲିଙ୍କୁ ସଭାପତି ନିଯୁକ୍ତି ଘୋଷଣା

March 3, 2026

ଇରାନରେ ପରମାଣୁ ବିକିରଣ ବ୍ୟାପିଲେ କେତେ ଦେଶ ବିପଦରେ ପଡ଼ିବେ?: ଜାଣନ୍ତୁ ସବିକିଛି

March 3, 2026

ୟୁଏଇରେ ଫସି ରହିଥିବା ଭାରତୀୟଙ୍କ ପାଇଁ ମାର୍ଗଦର୍ଶିକା ଜାରି: ଜାଣନ୍ତୁ ଦୂତାବାସ କ’ଣ କହିଛି?

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.