Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ଆଜିର ଖବର

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Holi Festival
Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

Holi Festival: ଆଜି ହେଉଛି ରଂଗର ଉତ୍ସବ ହୋଲି। ଏଥିପାଇଁ ଗାଁ ଠାରୁ ସହର ପର୍ଯ୍ୟନ୍ତ ଚାରିଆଡେ ଚାଲିଛି ରଂଗ ବୋଳା ଉତ୍ସାହ। ହାତରେ ପିଚିକାରୀ ଧରି ଘରକୁ ଘର ବୁଲି ରଂଗ ବୋଳୁଛନ୍ତି ପିଲାମାନେ। ଏହି ଉତ୍ସବ ସମସ୍ତଙ୍କୁ ଏକାଠି କରିବାର ଏକ ଉପଯୁକ୍ତ ପର୍ବ ଭାବେ ପରିଚିତ ହୋଇପାରିଛି। ଏହିପରି ଏକ ସୁଯୋଗକୁ କେବେ ରାଜନୈତିକ ନେତାମାନେ ହାତଛଡା କରିବାକୁ ଚାହାଁନ୍ତି ନାହିଁ।

ଏହି ଅବସରରେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ମଧ୍ୟ ନିଜ ନିର୍ବାଚନ ମଣ୍ଡଳି ଚିଲିକାର ଲୋକଙ୍କ ସହିତ ଖେଳିଛନ୍ତି ହୋଲି। ନାଚୁଣୀଠାରେ ଏକ ରଂଗାରଂଗ ଉତ୍ସବରେ ମନ୍ତ୍ରୀ ନିଜ କର୍ମି ତଥା ନିର୍ବାଚିତ ପ୍ରତିନିଧୀଙ୍କୁ ରଂଗ ବୋଳି ଶୁଭକାମନା ପ୍ରଦାନ କରିଛନ୍ତି। ସେହିପରି ସେ ନିକଟସ୍ଥ ବିଭିନ୍ନ ମନ୍ଦିରକୁ ଯାଇ ଦେବାଦେବୀଙ୍କୁ ଦର୍ଶନ କରିବା ସହିତ ହୋମଯଜ୍ଞରେ ମଧ୍ୟ ସାମିଲ ହୋଇଛନ୍ତି। ଏହି ଉତ୍ସବ ଉପଲକ୍ଷେ ସେ ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି।

Holi festival ଚିଲିକା ନିର୍ବାଚନ ମଣ୍ଡଳି ପୃଥୀରାଜ ହରିଚନ୍ଦନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ହୋଳି ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026
Latest News

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.