Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ
ଆଜିର ଖବର

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ହୋଲି
ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

ଜୀବନ ଶୈଳୀ: ହୋଲି ହେଉଛି ରଙ୍ଗର ପର୍ବ। ସମସ୍ତେ ବିଭିନ୍ନ ରଂଗ ଧରି ଖେଳିଥାନ୍ତି। ହେଲେ ଅନେକ ଜାଣି ନ ଥାନ୍ତି ଯେ, ହୋଲି ଦିନ ମଧ୍ୟ ବିଭିନ୍ନ ଦୋଷ ଦୂର ପାଇଁ ଭିନ୍ନ ଉପାଚାର କରାଯାଇଥାଏ। ଏହା ଏପରି ଏକ ପର୍ବ ଯାହାକି ସବୁଠୁ ବଡ ସମସ୍ୟାକୁ ଦୂର କରିପାରିବ, ଖରାପ ସମୟକୁ ଭଲରେ ପରିଣତ କରିପାରିବ ଏବଂ ଆପଣଙ୍କ ଦୁର୍ଭାଗ୍ୟକୁ ମଧ୍ୟ ସୌଭାଗ୍ୟ କରିପାରିବ। ଜାଣନ୍ତୁ ହୋଲି ଦିନ କଣ ଉପାଚାର କଲେ ଭାଗ୍ୟ ରଂଗୀନ ହେବ।

୧- ଯଦି ଆପଣ ମାନସିକ ଚାପର ଶିକାର ହେଉଛନ୍ତି ଏବଂ ଆପଣଙ୍କର ଅର୍ଥନୈତିକ ଏବଂ ପାରିବାରିକ ପରିସ୍ଥିତି ଭଲ ନୁହେଁ, ତେବେ ହୋଲି ରାତିରେ ଚନ୍ଦ୍ରକୁ କ୍ଷୀର ଦେଇ କିଛି ଧଳା ମିଠା ଦିଅନ୍ତୁ। ଏହା କରିବା ଦ୍ବାରା ଆର୍ଥିକ ଏବଂ ପାରିବାରିକ ସମସ୍ୟା ଦୂର ହୋଇଥାଏ ଏବଂ ମାନସିକ ଶାନ୍ତି ମଧ୍ୟ ପ୍ରାପ୍ତ ହୁଏ।

୨- ପରିବାରରେ ଯଦି କୈଣସି ତ୍ରୁଟି ଥାଏ, ତେବେ ହୋଲିକା ଦହନ ପର୍ବ ପାଳନ କରି ସମସ୍ତ ଘର ସଦସ୍ୟଙ୍କୁ ଜଡିତ କରାନ୍ତୁ। ଏହି ଅଗ୍ନିର ଚାରିପଟେ ତିନି ଥର ବୁଲିବା ପରେ ହଳଦିଆ ସୋରିଷ, ଅଳସୀ ଏବଂ ଗହମ ନିଆଁରେ ପକାନ୍ତୁ। ଏହା ଦୃଷ୍ଟି ଶକ୍ତି ବୃଦ୍ଧି କରିବା ସହିତ ଗ୍ରହଗୁଡିକ ଅନୁକୂଳ ହେବ ଯାହା ଘରେ ଶୁଭଫଳ ଆଣିବ।

୩- ଯଦି ଆପଣ କୈଣସି ରୋଗରେ ପୀଡିତ ଅଛନ୍ତି, ତେବେ ହୋଲି ଦିନ ଏକ ପାନ ପତ୍ର, ଏକ ତାଜା ଗୋଲାପ ଫୁଲରେ ରୋଗୀଙ୍କୁ ୩୧ ଥର ଝାଡି ଦିଅନ୍ତୁ। ଏହାପରେ ତାହାକୁ ନେଇ ଏକ ଛକ ନିକଟରେ ରଖନ୍ତୁ। ଏହି ସମୟରେ ପଛକୁ ଦେଖନ୍ତୁ ନାହିଁ।

୪- ଯଦି ରୋଜଗାରର ସମସ୍ୟା ଅଛି, ତେବେ ହୋଲି ରାତିରେ ଏକ ଲେମ୍ବୁ ସହିତ ଏକ ଛକକୁ ଯାଇ ଏହାକୁ ଚାରି ଖଣ୍ଡରେ କାଟିଦିଅନ୍ତୁ। ଏହା ପରେ, ଏହାକୁ ଚାରି ଦିଗକୁ ଗୋଟିଏ ଗୋଟିଏ ଖଣ୍ଡ ଫିଙ୍ଗି ଘରକୁ ଫେରିଯାଆନ୍ତୁ। ଆସିବା ସମୟରେ ପଛକୁ ଦେଖନ୍ତୁ ନାହିଁ।

୫- ଯଦି ବିବାହରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ତେବେ ହୋଲି ଦିନ ଏକ ପାନ ପତ୍ରରେ ଗୁଆ ଏବଂ ହଳଦୀ ଶିବଙ୍କୁ ଅର୍ପଣ କରନ୍ତୁ।

୬- ହୋଲିକା ଦହନ ପରେ ଅବଶିଷ୍ଟ ପାଉଁଶକୁ ନିଜ ଘରକୁ ଆଣି ଏକ ନାଲି କପଡ଼ାରେ ବାନ୍ଧି ଆଲମାରିରେ ରଖନ୍ତୁ, ଏହା ଅନାବଶ୍ୟକ ଖର୍ଚ୍ଚକୁ ରୋକିଥାଏ।

୭- ହୋଲି ଖେଳିବା ପୂର୍ବରୁ ଆପଣଙ୍କର ପ୍ରିୟ ଦେବଦେବୀଙ୍କୁ ପ୍ରଥମେ ହୋଲି ରଂଗ ଅର୍ପଣ କରନ୍ତୁ। ଏହାପରେ ହୋଲି ଖେଳିଲେ ଆପଣଙ୍କର ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ।

holi holy ହୋଲି
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.