Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ
ଆଜିର ଖବର

ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ

March 5, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ
ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ ରେଢ଼ାଖୋଲ ସହର ଦେହୁରୀସାହି ସ୍ଥିତ ଦଳୀୟ କାର୍ଯ୍ୟାଳୟ ପରିସରରେ ତାଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଥିଲା। ବିଜୁ ବାବୁଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ସମସ୍ତେ ମନେ ପକାଇବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଦଳୀୟ କାର୍ଯ୍ୟଳୟ ପରିସରରେ ଜିଲ୍ଲା ଉପସଭାପତି ଅନାଦି ସାହୁ, ପୂର୍ବତନ ଏନଏସି ଉପାଧ୍ୟକ୍ଷ ସୁନୀଲ ପ୍ରଧାନ, ନଗର ସଭାପତି ସିଦ୍ଧାର୍ଥ ଶଙ୍କର ପ୍ରଧାନ, ଯୁବ ସଭାପତି ବିକାଶ ଦାସ, ଛାତ୍ର ସଭାପତି ଶିବଶମ୍ଭୁ ନନ୍ଦ, କାଉନସିଲର ସୁଧାଂଶୁ ଅମାତ, ବରିଷ୍ଠ ନେତା ଖିରୋଦ ଖିଲାରୀ, ବିରିକ ବହାଦୁର,ସୁରେନ୍ଦ୍ର ବିଶ୍ୱାଳ, ଶମ୍ଭୁପ୍ରସାଦ ପ୍ରଧାନ, ଘନ ପ୍ରଧାନ, ପ୍ରଦୀପ ଚାଉଳିଆଙ୍କ ସହ ରାଜୀବ ଲୋଚନ ପ୍ରଧାନ, ବଶିଷ୍ଠ ରାଉତ, ରାଜୁ ମୁଖି, ଜିତେନ୍ଦ୍ର ବେହେରା, ଟିନା ପ୍ରଧାନ, ଆଲୋକ ପ୍ରଧାନ, ଦତ୍ତ ବିଶ୍ୱାଳ, ନିରଂଜନ ମହାକୁଡ଼ଙ୍କ ସମେତ ଦଳର ବହୁ କର୍ମୀ ଉପସ୍ଥିତ ରହି ବିଜୁ ବାବୁଙ୍କ ପ୍ରତିମୂତ୍ତିରେ ମାଲ୍ୟାର୍ପଣ କରିଥିଲେ।

ବିଜୁ ବାବୁଙ୍କ ଦୁଃସାହାସିକ ପଦକ୍ଷେପ ଓଡିଶାକୁ ନୂଆ ପରିଚୟ ଅଦମ୍ୟ ସାହାସିକତା ଯୋଗୁଁ ରାଜ୍ୟ, ଦେଶ ତଥା ଦେଶ ବାହାରେ ପରିଚିତ କିଭଳି ରହିଥିଲେ ତାହାକୁ ନେଇ ଏହି ଅବସରରେ ସ୍ମୃତି ଚାରଣ କରିଥିଲେ। ବିଜୁ ବାବୁଙ୍କ ପ୍ରତିଟି କୀର୍ତ୍ତିମାନ ପ୍ରତିଟି ଓଡିଆ ସେହି ଭୂମିପୁତ୍ରଙ୍କ ଜନ୍ମଜୟନ୍ତୀରେ ଜଣେ ପାଇଲଟ, ରାଜନୈତିଜ୍ଞ ଓ ବ୍ୟବସାୟୀ। ପ୍ରଥମେ ପାଇଲଟ ରହିଥିବା ବିଜୁ ବାବୁଙ୍କୁ ଓଡିଶା ପ୍ରତି କିଛି କରିବାକୁ ଆଗଭର ଏବଂ ପାଇଲଟ ଚାକିରି ଛାଡି ରାଜନୀତିରେ ପାଦ ଥାପିଥିଲେ। ଏପରିକି ରାଜ୍ୟରେ ପାରାଦ୍ବୀପ ବନ୍ଦର, ହୀରାକୁଦ ଡ୍ୟାମ୍, ରାଉରକେଲା ଷ୍ଟିଲ ପ୍ଲାଣ୍ଟ ଏବଂ ଓଟିଏମ୍ ଆରମ୍ଭ ହୋଇଥିବା ବେଳେ ରାଜ୍ୟ ରାଜନୀତିରୁ ଆରମ୍ଭ କରି ଜାତୀୟ ରାଜନୀତି କ୍ଷେତ୍ରରେ ତାଙ୍କର ଅବଦାନ କିଭଳି ରହିଥିଲା ଏବଂ ଇଣ୍ଡୋନେସିଆର ସ୍ବାଧୀନତା ସଂଗ୍ରାମରେ ତାଙ୍କର ଭୂମିକାକୁ କେହି କେବେ ଭୁଲିପାରିବେ ନାହିଁ ବୋଲି ଅନେକ ମତବ୍ୟକ୍ତ କରିଥିଲେ।

ଜନ୍ମ ଜୟନ୍ତୀ ବିଜୁ ଜନତା ଦଳ ବିଜୁ ପଟ୍ଟନାୟକ ଭୂମିପୁତ୍ର ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା

September 23, 2026

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026

ଆସନ୍ତୁ ଜାଣିବା କେଉଁ ସ୍ୱପ୍ନ ଦେଖିଲେ ଚାରିଆଡ଼ୁ ଧନବର୍ଷା ହୁଏ ଏବଂ କେଉଁ ସ୍ୱପ୍ନ ଶୋକ, ରୋଗ ଓ ମୃତ୍ୟୁର କାରଣ ସାଜିଥାଏ

September 23, 2026
Latest News

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା

September 23, 2026

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.