Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ
ଆଜିର ଖବର

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Two-Day National Art Conference Opens at Kalinga Art Gallery
Two-Day National Art Conference Opens at Kalinga Art Gallery

ଭୁବନେଶ୍ଵର: ଓଡ଼ିଶା ଲଳିତ କଳା ଏକାଡ଼େମୀ (ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ) ଦ୍ବାରା ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ପରେ: କଳାର ନୁଆ ପରିଚୟ-୨୦୩୬ ପରମ୍ପରା, ପ୍ରଦ୍ୟୋଗିକ, ପରିବର୍ତ୍ତନ” ଶୀର୍ଷକ କଳାଚର୍ଚ୍ଚା ସ୍ଥାନୀୟ କଳିଙ୍ଗ ଆର୍ଟ ଗ୍ୟାଲେରୀ, ରାଜ୍ୟ ସଂଗ୍ରହାଳୟଠାରେ ଉଦଘାଟିତ ହୋଇଯାଇଛି। ଏହି ସମ୍ମିଳନୀକୁ ମୁଖ୍ୟ ଅତିଥି ରୁପେ ଡ଼. ବିଜୟ କେତନ ଉପାଧ୍ୟାୟ, ଭାପ୍ରସେ. ଶାସନ ସଚିବ ତଥା ନିର୍ଦ୍ଦେଶକ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଯୋଗଦାନ ସହିତ ଦେବ ପ୍ରସାଦ ଦାସ, ଓ.ପ୍ର.ସେ., ସ୍ବତନ୍ତ୍ର ଶାସନ ସଚିବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସମ୍ମାନିତ ଅତିଥି ଭାବରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ଓ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀର ସଚିବ ଡ଼. ଚନ୍ଦ୍ରଶେଖର ହୋତା, ଓ ବିଭାଗର ଉପ-ନିର୍ଦ୍ଦେଶିକା ତଥା ଓଡ଼ିଶା ଲଳିତ କଳା ଏକାଡ଼େମୀର ସଚିବ ଡ଼. ଦେବଯାନୀ ଭୁୟାଁ, ଓ.ପ୍ର.ସେ. ଏବଂ ମଞ୍ଚାସିନ ଅତିଥି ଭାବରେ ଅଦ୍ଭୁତ ଚରଣ ଗଡନାୟକ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ପ୍ରଦୀପ ପ୍ରଜ୍ବଳନ ମାଧ୍ୟମରେ ଉଦଘାଟନ କରିଥିଲେ ଓ ପରିଶେଷରେ ସୁନୀଲ କୁମାର ଡାକୁଆ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ସମ୍ମିଳନୀରେ ଓଡ଼ିଶାର ବିଭିନ୍ନ ଚାରୁ ଓ କାରୁକଳା ମହାବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀ ମାନେ ଯୋଗଦାନ କରିଥିଲେ। ଏହି ସମ୍ମିଳନୀରେ ଓଡ଼ିଶାର ପରମ୍ପରାକୁ ପ୍ରଯୁକ୍ତି ବିଦ୍ୟା ମାଧ୍ଯମରେ କଳା କ୍ଷେତ୍ରରେ ପ୍ରୟୋଗ କରି କିପରି ଏହାକୁ ଅଧିକ ସରସ, ସୁନ୍ଦର, ଲୋକାଭିମୁଖି କରିହେବ ତଥା ନୂଆପିଢିର କଳାକାର ଏହାକୁ ନେଇ ସେମାନେ କିପରି ତାଙ୍କର କାର୍ଯ୍ୟଦକ୍ଷତାରେ ପ୍ରତିପାଦିତ କରିବେ ସେ ବିଷୟରେ ଅତିଥିମାନେ ମତ ପ୍ରକାଶ କରିଥିଲେ।

Kalinga Art Gallery National Art Conference ଓଡିଶା ଲଳିତ କଳା ଏକାଡେମୀ ରାଜ୍ୟ ସଂଗ୍ରହାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026

ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ

March 7, 2026

ଏସଆଇଆର ଉପରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

March 7, 2026
Latest News

କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ୨ ଦିନିଆ “ଜାତୀୟ କଳା ସମ୍ମିଳନୀ-କ୍ୟାନଭାସ ଉଦଘାଟିତ

March 7, 2026

ମହିଳା ଆୟୋଗଙ୍କ ଦ୍ଵାରା ଜନ ଶୁଣାଣି କାର୍ଯ୍ୟକ୍ରମ

March 7, 2026

ପ୍ରତିଯୋଗିତା ନୁହେଁ, ସହଭାଗିତା ହିଁ ସନ୍ତୁଳିତ ସମାଜ ଗଠନର ଆଧାର: ଅଖିଳ କୁମାର ମିଶ୍ର

March 7, 2026

ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ

March 7, 2026

ସରକାର ଏଗ୍ରିଷ୍ଟାକ୍‌ ମାଧ୍ୟମରେ କୃଷି ପାଇଁ ଏକ ଡିଜିଟାଲ୍ ସାର୍ବଜନୀନ ଭିତ୍ତିଭୂମି ବିକଶିତ କରୁଛି: ପ୍ରଧାନମନ୍ତ୍ରୀ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.