Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସର୍ବ ଭାରତୀୟ ସିଭିଲ ସର୍ଭିସ ପରୀକ୍ଷା (UPSC) ରେ ଅଲ୍ ଇଣ୍ଡିଆ ର‍୍ୟାଙ୍କ ୧୦୦ ହାସଲ କରିଥିବା କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକର ମେଧାବୀ ଛାତ୍ର ସାତ୍ତ୍ୱିକ ସତ୍ୟକାମ ଦେବତା ନିଜ ପିତାମାତାଙ୍କ ସହ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ ଯେ, ଏଭଳି ସଫଳତା ରାଜ୍ୟ, ବିଶେଷ କରି କେନ୍ଦୁଝର ଜିଲ୍ଲାର ଅନ୍ୟ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ହେବ।

ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଲୋକଙ୍କ ସେବା କରିବା ହିଁ ପ୍ରଶାସନିକ ସେବାର ମୂଳ ଲକ୍ଷ୍ୟ। ଦେଶ ଓ ସମାଜର ଉନ୍ନତି ପାଇଁ ନିଷ୍ଠାର ସହିତ କାମ କରିବାକୁ ମୁଖ୍ୟମନ୍ତ୍ରୀ ସାତ୍ତ୍ୱିକଙ୍କୁ ପରାମର୍ଶ ଦେଇଥିଲେ।

upsc ଅଲ୍ ଇଣ୍ଡିଆ ର‍୍ୟାଙ୍କ ମୋହନ ଚରଣ ମାଝି ସର୍ବ ଭାରତୀୟ ସିଭିଲ ସର୍ଭିସ ସାତ୍ତ୍ୱିକ ସତ୍ୟକାମ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

ବାଲୁଗାଁ-ବାଣପୁର ଏନଏସି ମିଶି ହେବ ଏକ ମ୍ୟୁନିସିପାଲିଟି, ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କଲେ ଘୋଷଣା

March 7, 2026

ମାଲ ପରିବହନରେ ବୃଦ୍ଧି: ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

March 7, 2026

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026
Latest News

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026

ବାଲୁଗାଁ-ବାଣପୁର ଏନଏସି ମିଶି ହେବ ଏକ ମ୍ୟୁନିସିପାଲିଟି, ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କଲେ ଘୋଷଣା

March 7, 2026

ମାଲ ପରିବହନରେ ବୃଦ୍ଧି: ଫେବୃଆରୀରେ ରେଳବାଇର ରାଜସ୍ୱ ୧୪,୫୭୧ କୋଟି

March 7, 2026

ଆଜି ଦିଲ୍ଲୀରେ ବିଭିନ୍ନ ବିକାଶ ପ୍ରକଳ୍ପ ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.