Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା
ଆଜିର ଖବର

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଜନଔଷଧି ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଦ୍ୱାରା ସକାରାତ୍ମକ ଭାବେ ଉପକୃତ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଏହି ପଦକ୍ଷେପ ପ୍ରତ୍ୟେକ ନାଗରିକ ସୁଲଭ ମୂଲ୍ୟରେ ଗୁଣାତ୍ମକ ମାନର ଔଷଧ ପାଇବା ସୁନିଶ୍ଚିତ କରିବା ଲାଗି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ ଜନ ଔଷଧି କେନ୍ଦ୍ର ମାଧ୍ୟମରେ ଅଗଣିତ ପରିବାର ସ୍ୱାସ୍ଥ୍ୟସେବା ଖର୍ଚ୍ଚ ସଞ୍ଚୟ କରୁଛନ୍ତି ଏବଂ ସଠିକ୍ ଚିକିତ୍ସା ପାଉଛନ୍ତି।

ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନାର ପରିବର୍ତ୍ତନଶୀଳ ପ୍ରଭାବର ଏକ ଝଲକ ସେୟାର କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

“ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଦ୍ୱାରା ସକାରାତ୍ମକ ଭାବେ ଉପକୃତ ହୋଇଥିବା ସମସ୍ତଙ୍କୁ ଜନଔଷଧି ଦିବସ ୨୦୨୬ ଅବସରରେ ମୋର ଶୁଭେଚ୍ଛା। ପ୍ରତ୍ୟେକ ନାଗରିକ ସୁଲଭ ମୂଲ୍ୟରେ ଗୁଣାତ୍ମକ ମାନର ଔଷଧ ପାଇପାରିବେ ବୋଲି ସୁନିଶ୍ଚିତ କରିବା ଲାଗି ଏହି ପଦକ୍ଷେପ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଜନଔଷଧି କେନ୍ଦ୍ର ମାଧ୍ୟମରେ ଅସଂଖ୍ୟ ପରିବାର ସ୍ୱାସ୍ଥ୍ୟସେବା ଖର୍ଚ୍ଚରେ ସଞ୍ଚୟ କରୁଛନ୍ତି ଏବଂ ଉପଯୁକ୍ତ ଚିକିତ୍ସା ପାଉଛନ୍ତି।’’

ଜନ ଔଷଧି ଦିବସ ୨୦୨୬ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026

ଅକ୍ଷୟ ତୃତୀୟା ପୂର୍ବରୁ ହ୍ରାସ ପାଇଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

April 17, 2026

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

April 17, 2026
Latest News

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026

ଅକ୍ଷୟ ତୃତୀୟା ପୂର୍ବରୁ ହ୍ରାସ ପାଇଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

April 17, 2026

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.