Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା
ଆଜିର ଖବର

ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା

March 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Street Plays Create Awareness at Nyay Sanhita Exhibition in Bhubaneswar
Street Plays Create Awareness at Nyay Sanhita Exhibition in Bhubaneswar

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା “ନ୍ୟାୟ ସଂହିତା ପ୍ରଦର୍ଶନୀ”ରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ସାଧାରଣ ଲୋକଙ୍କୁ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନ କରାଯାଉଛି।

ପଥପ୍ରାନ୍ତ ନାଟକ ମାଧ୍ୟମରେ ନୂତନ ଅପରାଧିକ ଆଇନର ନୂତନ ବ୍ୟବସ୍ଥା, ପୀଡ଼ିତଙ୍କ ଅଧିକାର, ବୈଜ୍ଞାନିକ ତଦନ୍ତ ପ୍ରକ୍ରିୟା ଓ ଶୀଘ୍ର ନ୍ୟାୟ ପ୍ରଦାନ ବ୍ୟବସ୍ଥା ସମ୍ପର୍କରେ ଜୀବନ୍ତ ଓ ରୋଚକ ଭାବରେ ଉପସ୍ଥାପନ କରାଯାଉଛି।

କଳାକାର ମାନଙ୍କ ଦ୍ଵାରା “ଅପରାଧସ୍ଥଳରୁ ହାଇକୋର୍ଟ ପର୍ଯ୍ୟନ୍ତ” ସମଗ୍ର ନ୍ୟାୟ ବ୍ୟବସ୍ଥାକୁ ଏକ ସମନ୍ୱିତ ଓ ଶିକ୍ଷା ମୂଳକ ଶୈଳୀରେ ପ୍ରଦର୍ଶିତ କରାଯାଉଛି। ଗୃହ ମନ୍ତ୍ରଣାଳୟ ଦ୍ଵାରା ଅନୁମୋଦିତ ୧୦ଟି ଷ୍ଟଲ୍ରେ ଅପରାଧ ସ୍ଥଳ, ୧୧୨ ଜରୁରୀ କାଳୀନ ସହାୟତା, ଥାନାର କାର୍ଯ୍ୟ ପ୍ରଣାଳୀ, ହସ୍ପିଟାଲ୍ ସମନ୍ୱୟ, ଫରେନସିକ ପ୍ରୟୋଗଶାଳା, ପବ୍ଲିକ ପ୍ରସିକ୍ୟୁସନ୍, ଜିଲ୍ଲା ଅଦାଲତ, କାରାଗାର ଓ ହାଇକୋର୍ଟର କାର୍ଯ୍ୟ ଶୈଳୀ ସମ୍ପର୍କରେ ନାଟକ ମାଧ୍ୟମରେ ଜୀବନ୍ତ କରାଯାଉଛି।

ଅପରାଧ ଘଟଣାରୁ ଆରମ୍ଭ କରି ପୋଲିସ ତଦନ୍ତ ଓ ନ୍ୟାୟ ପ୍ରକ୍ରିୟା ପର୍ଯ୍ୟନ୍ତ ସମଗ୍ର ଘଟଣାକୁ ନାଟକ ମାଧ୍ୟମରେ ଦେଖାଯାଉଥିବାରୁ ଦର୍ଶକମାନେ ସହଜରେ ନୂତନ ଆଇନର ବିଭିନ୍ନ ପ୍ରାସଙ୍ଗିକତା ବୁଝିପାରୁଛନ୍ତି। ଏହି କାର୍ଯ୍ୟକ୍ରମ ପ୍ରଦର୍ଶନୀକୁ ଆସୁଥିବା ଦର୍ଶକମାନଙ୍କ ମଧ୍ୟରେ ବେଶ ଆକର୍ଷଣ ସୃଷ୍ଟି କରିଛି।

ଓଡ଼ିଶା ପୋଲିସ ପକ୍ଷରୁ ଏଭଳି ସଚେତନତାମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ନୂତନ ଅପରାଧିକ ଆଇନ ଓ ନ୍ୟାୟ ବ୍ୟବସ୍ଥା ଜନ ସାଧାରଣ ଓ ଛାତ୍ରଛାତ୍ରୀଙ୍କ ମହଲରେ ଆଦୃତ ହେଉଥିବା ପରିଲକ୍ଷିତ ହେଉଛି।

bhubaneswar Nyay Sanhita Exhibition Street Plays
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୯ ତାରିଖ ସୋମବାରରେ ଏହି ରାଶି ବ୍ୟକ୍ତିମାନେ ପାଇବେ ସଫଳତା

March 9, 2026

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କର୍ତ୍ତବ୍ୟ ପଥରେ ଶକ୍ତି ଓ୍ବାକ୍ ଶି ଲିଡ୍ସ ଭାରତ ପଦଯାତ୍ରା

March 8, 2026

‘ଭାରତୀ-ନାରୀ ସେ ନାରାୟଣୀ’ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

March 8, 2026

ମାନେକଶା ସେଣ୍ଟରଠାରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

March 8, 2026
Latest News

ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା

March 9, 2026

ଆଜି ମାର୍ଚ୍ଚ ୯ ତାରିଖ ସୋମବାରରେ ଏହି ରାଶି ବ୍ୟକ୍ତିମାନେ ପାଇବେ ସଫଳତା

March 9, 2026

ଇତିହାସ ରଚିଲା ଭାରତ: ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରି ପୁଣିଥରେ ହେଲା ବିଶ୍ଵ ବିଜେତା

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କର୍ତ୍ତବ୍ୟ ପଥରେ ଶକ୍ତି ଓ୍ବାକ୍ ଶି ଲିଡ୍ସ ଭାରତ ପଦଯାତ୍ରା

March 8, 2026

‘ଭାରତୀ-ନାରୀ ସେ ନାରାୟଣୀ’ ସମ୍ମିଳନୀରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.