Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର
ଆଜିର ଖବର

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

March 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର
ଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଆଜି ପୁର୍ବାହ୍ନରେ ଭଞ୍ଜନଗର ବେଲଗୁଣ୍ଠା ରାସ୍ତା ନୁଆଗାଁ ରାସ୍ତା କଡ଼ରୁ ପୋଲିସ ଏକ ମୃତ ଦେହ ଉଦ୍ଧାର କରିଛି। ମୃତ ଶରୀର ପଚି ଯାଇଥିବାରୁ ତାଙ୍କୁ ଚିହ୍ନି ହେଉନାହିଁ। ସେହି ରାସ୍ତାରେ ଯାଉଥିବା କିଛି ଲୋକ ଶବକୁ ଦେଖି ପୋଲିସକୁ ଖବର ଦେଇଥିଲେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ କିଛି ଦୂରରେ ଦୁଇଟି ବ୍ୟାଗ୍ ଜବତ କରିଛି।

ଉକ୍ତ ବ୍ୟାଗ୍ ରେ କିଛି ପୋଷକ, ପାଣି ବୋତଲ ସହ କିଛି ଆବଶ୍ୟକୀୟ ସାମଗ୍ରୀ ଥିବା ଜଣାପଡ଼ିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମଦ୍ୟପାନ ଜନିତ କି ଅଂଶୁଘାତ ସନ୍ଦେହ ସୃଷ୍ଟି ହୋଇଛି। ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।

ବେଲଗୁଣ୍ଠା ଭଞ୍ଜନଗର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026

ତେଲ ଅଭାବ ମଧ୍ୟରେ ଭାରତ କାହିଁକି ବାଂଲାଦେଶକୁ ଯୋଗାଇଲା ୫ ହଜାର ଟନ୍ ଡିଜେଲ?: ଜାଣନ୍ତୁ

March 10, 2026

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026
Latest News

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026

ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

March 10, 2026

ତେଲ ଅଭାବ ମଧ୍ୟରେ ଭାରତ କାହିଁକି ବାଂଲାଦେଶକୁ ଯୋଗାଇଲା ୫ ହଜାର ଟନ୍ ଡିଜେଲ?: ଜାଣନ୍ତୁ

March 10, 2026

ଚଳନ୍ତା ବସରୁ ଖସି ଯୁବକଙ୍କ ମୃତ୍ୟୁ

March 10, 2026

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.