Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ ଫି ବୃଦ୍ଧି ଉପରେ ପୁନଃବିଚାର କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦେଲେ ସମର୍ଥନ
ଆଜିର ଖବର

ସ୍କୁଲ ଫି ବୃଦ୍ଧି ଉପରେ ପୁନଃବିଚାର କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦେଲେ ସମର୍ଥନ

August 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha CM wrote a letter to HRD minister to reconsider of CBSC fee hike
Odisha CM wrote a letter to HRD minister to reconsider of CBSC fee hike

ସମୀକ୍ଷା ବ୍ୟୁରୋ

ସିବିଏସସି ଦ୍ବାରା ଦଶମ ଓ ଦ୍ବାଦଶ ପିଲାଙ୍କ ବଢିଥିବା ସ୍କୁଲ ଫି ଉପରେ ପୁନଃବିଚାର କରିବାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କଙ୍କୁ ଲେଖି୍ଥିବା ଚିଠିରେ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି ଯେ, ସିବିଏସି ଯେପରି ଭାବେ ଫି ବୃଦ୍ଧି କରିଛି ତାହା ଠିକ୍ ନୁହେଁ। ଅନୁସୂଚିତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କ କ୍ଷେତ୍ରରେ ଏହା 24 ଗୁଣା ବୃଦ୍ଧି ଘଟିଛି। ଏପରି ଅସ୍ବାଭାବିକ ବୃଦ୍ଧି କରିବା ବୋର୍ଡ ପକ୍ଷରେ ଯଥାର୍ଥ ନୁହେଁ। ଓଡିଶାର ସରକାର ଗ୍ରାମାଞ୍ଚଳରେ ପ୍ରାୟ 2ଶହ ସିବିଏସସି ସ୍କୁଲ ଖୋଲିଛନ୍ତି। ମୁଖ୍ୟତଃ ଅନଗ୍ରସର ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ହେଲେ ବୋର୍ଡ ଯେପରି ଫି ବୃଦ୍ଧି କରିଛି, ତାହା ଦ୍ବାରା ଏହି ପିଲାମାନେ ବିଶେଷ ଭାବେ କ୍ଷତିଗସ୍ତ ହେବେ। ତୁରନ୍ତ ଏହା ଉପରେ ପୁନଃବିଚାର କରିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନ ଚିଠି ଲେଖିଛନ୍ତି। ଏହି ଚିଠି ଲେଖିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲା ସମର୍ଥନ ମଧ୍ୟ କରିଛନ୍ତି। କେଜରୱାଲା ତାଙ୍କ ଟୁଇଟରେ ଦର୍ଶାଇଛନ୍ତି ଯେ, ଆମେ ଆଶା କରୁଛୁ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଏହି ପରାମର୍ଶକୁ କେନ୍ଦ୍ର ସରକାର ଗ୍ରହଣ କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

February 13, 2026

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026
Latest News

ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

February 13, 2026

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.