Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ
ଆଜିର ଖବର

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରେଶ ପୂଜାରୀ
ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ'ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ବର୍ତ୍ତମାନ ରାଜ୍ୟରେ ଧୀରେ ଧୀରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା ଆରମ୍ଭ ହେଉଛି। ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅଧିକ ହେବ ବୋଲି ଆକଳନ ହେଉଥିବା ବେଳେ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅଂଶୁଘାତରୁ ବର୍ତ୍ତିବା ପାଇଁ ସରକାର ନୀରବଚ୍ଛିନ୍ନ ବିଦ୍ୟୁତ ସରାବରହ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଖରାଦିନେ ବିଦ୍ୟୁତ ନକାଟିବା ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୃହରେ ସୂଚନା ଦେଇଛନ୍ତି।

ସୁରେଶ ପୂଜାରୀ କହିଛନ୍ତି ଯେ, ୩୦ ଟି ଜିଲ୍ଲା ଓ ଟ୍ଵିନ୍ ସିଟି ସମେତ ୧୦ ପୌରାଞ୍ଚଳ ହିଟୱେଭ୍ ପାଇଁ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇସାରିଛି। ରାଜ୍ୟ ଓ ଜିଲ୍ଲା ସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲିଛି। ହିଟୱେଭ୍ କୁ ଜାତୀୟ ବିପର୍ଯ୍ୟୟ ତାଲିକାରେ  ସାମିଲ କରାଯିବ। ଏଥିପାଇଁ ୧୬ ତମ ଅର୍ଥ କମିଶନ ସୁପାରିଶ କରାଯାଇଛି।

ଗ୍ରୀଷ୍ମ ପ୍ରବାହ ମୁକାବିଲା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସୁରେଶ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026
Latest News

ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ

April 2, 2026

ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦେଖି ସ୍କୁଲ ସମୟ ସକାଳୁଆ କରିବାକୁ ଓଷ୍ଟାର ଦାବି

April 2, 2026

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.