Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ
ଆଜିର ଖବର

ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ

March 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ
ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ

ଖୋର୍ଦ୍ଧା: ଖୋର୍ଦ୍ଧା ସଦର ମହକୁମାଠାରେ ଦେଶର ଅଗ୍ରଣୀ ବ୍ୟାଙ୍କ ଭାରତୀୟ ଷ୍ଟେଟବ୍ୟାଙ୍କ ତାହାର ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ଭାରତୀୟ ଷ୍ଟେଟବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଏ.ଡି. ରତ୍ନା ତେଜା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଚଣ୍ଡିଚୁଆ ନୂତନ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ଉଦ୍ଘାଟନ ପୂର୍ବକ ଶୁଭାରମ୍ଭ କରି ସ୍ଥାନୀୟ ଲୋକଙ୍କ ବ୍ୟାଙ୍କ ନେଣ ଦେଣ ସମସ୍ୟାକୁ ଦୂର କରିବା ସହ ଜନସାଧାରଣଙ୍କୁ ଆର୍ଥିକ କାରବାର ପାଇଁ ପଥ ଉନ୍ମୁକ୍ତ କରିବ ବୋଲି ପ୍ରକାଶ କରିଥିଲେ।

ଏହି ଶୁଭାରମ୍ଭ କାର୍ଯ୍ୟ କ୍ରମରେ ଉପ ମହାପ୍ରବନ୍ଧକ ପ୍ରଶାନ୍ତ କୁମାର, କ୍ଷେତ୍ରୀୟ ପ୍ରବନ୍ଧକ ଭଗତ ବେହେରା, ନୂତନ ଶାଖାର ପରିଚାଳକ ସମେତ ବ୍ୟାଙ୍କ କାର୍ଯ୍ୟାଳୟ କର୍ମଚାରୀ ଏବଂ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇଥିଲେ। ପ୍ରକାଶ ଥାଉକି ମୁଖ୍ୟ ମହାପ୍ରବନ୍ଧକ ଏ. ଡି. ରତ୍ନା ତେଜା ନୟାଗଡ଼ ଜିଲ୍ଲାର ଗଣିଆ ଠାରେ ମଧ୍ୟ ଏକ ନୂତନ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ଶୁଭାରମ୍ଭ କରିଛନ୍ତି।

ଏ.ଡି. ରତ୍ନା ତେଜା ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ଷ୍ଟେଟ୍ ବ୍ୟାଙ୍କ ଭାରତୀୟ ଷ୍ଟେଟବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ କେତୋଟି ଆକାଶବାଣୀ କେନ୍ଦ୍ର କାର୍ଯ୍ୟ କରୁଛି?: ସଂସଦରେ ଉତ୍ତର ଦେଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ

March 13, 2026

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026
Latest News

ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ

March 13, 2026

ଓଡ଼ିଶାରେ କେତୋଟି ଆକାଶବାଣୀ କେନ୍ଦ୍ର କାର୍ଯ୍ୟ କରୁଛି?: ସଂସଦରେ ଉତ୍ତର ଦେଲେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ

March 13, 2026

ରବିନ୍ଦ୍ର ଜେନାଙ୍କୁ ନେଇ ବାଲେଶ୍ବର ରାଜନୀତି ତାତିଲା, ବିଜେପି ଛାଡିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

March 13, 2026

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.