Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା
ଆଜିର ଖବର

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା
ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

ବାଣପୁର: ଭାରତ ସରକାରଙ୍କର ଶିକ୍ଷା ମନ୍ତ୍ରାଳୟଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଖୋର୍ଦ୍ଧାଙ୍କ ଆଦେଶ କ୍ରମେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ “ଉଲ୍ଲାସ” ମାଧ୍ୟମରେ ବାଣପୁର ବ୍ଲକର ବାର ଗୋଟି ଆଞ୍ଚଳିକ ସାଧନ କେନ୍ଦ୍ର ଗୁଡିକରେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା ପରୀକ୍ଷା ଦେଇଛନ୍ତି। ପୂର୍ବ ପ୍ରଥମ ପର୍ଯ୍ୟାୟରେ ବାଣପୁର ବ୍ଲକର ୧୪୫୬ ଜଣ ନିରକ୍ଷର ପରୀକ୍ଷାରେ ଯୋଗଦେଇ ସାକ୍ଷର କୄତ କାର୍ଯ୍ୟ ହୋଇଛନ୍ତି। ବର୍ତ୍ତମାନର ଦ୍ୱିତୀୟ ପର୍ଯ୍ୟାୟରେ ୧୫୦୦ ନିରକ୍ଷର ପରୀକ୍ଷାର ଫଳାଫଳ ସହିତ ଭାରତ ସରକାରଙ୍କ ପକ୍ଷରୁ ମାନପତ୍ର ପାଇବା ଅପେକ୍ଷାରେ ଅଛନ୍ତି।

ସ୍ଥାନୀୟ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟ କେନ୍ଦ୍ରରେ ସର୍ବାଧିକ ୨୫୦ ରୁ ଉର୍ଦ୍ଧ ପରୀକ୍ଷାର୍ଥୀ ଯୋଗ ଦେଇ ବାଣପୁର ବ୍ଲକର ଗୌରବ ସ୍ଥାପନ କରିଛନ୍ତି। ବାଣପୁର ବ୍ଲକର ସମସ୍ତ ପରୀକ୍ଷା କେନ୍ଦ୍ର ପରିଚାଳକ ,ବ୍ଲକ ନୋଡାଲ ଅଫିସର , ତଥା ଏ . ବି . ଇ. ଓ, ସମସ୍ତେ ଗ୍ରାମପଞ୍ଚାୟତ ନୋଡାଲ ଅଫିସର ତଥା ଆଞ୍ଚଳିକ ସାଧନ କର୍ମୀଙ୍କର ତତ୍ୱାବଧାନରେ ବାଣପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଓ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟକୁ ଗୌରବାନ୍ଵିତ କରିଛନ୍ତି। ଏଣୁ ସମସ୍ତ ଅଧିକାରୀ ମାନଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକ।ରୀ ଧନ୍ୟବାଦ୍ ଦେବା ସଙ୍ଗେ ସଙ୍ଗେ ସମସ୍ତଙ୍କ ସହଯୋଗ ନିମନ୍ତେ କୄତଜ୍ଞତା ଜଣାଇଛନ୍ତି।

'ଉଲ୍ଲାସ' ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ବାଣପୁର ବ୍ଲକ ଭାରତ ସରକାର ଶିକ୍ଷା ମନ୍ତ୍ରାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026
Latest News

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.