Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….
ଆଜିର ଖବର

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:କଟକ ହସପିଟାରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ସେ କହିଛନ୍ତି ଯେ, କଟକ ଏସସିବି ମେଡିକାଲରେ ଅଗ୍ନିକାଣ୍ଡ ଘଟି ଏକାଧିକ ଲୋକଙ୍କ ମୃତ୍ୟୁ ହେବା ଅତ୍ୟନ୍ତ ଦୁଃଖଦାୟକ। ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

ଏଥିସହ ଅଗ୍ନିକାଣ୍ଡରେ ଗୁରୁତର ଆହତ ହୋଇଥିବା ଲୋକଙ୍କ ଆଶୁଆରୋଗ୍ୟ କାମନା କରୁଛି। ରାଜ୍ୟ ସରକାର ସମସ୍ତ ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ସୁନିଶ୍ଚିତ କରନ୍ତୁ। ଘଟଣାସ୍ଥଳରେ ପହଞ୍ଚି ସହାୟତା ଯୋଗାଇ ଦେବାକୁ କଟକର ମେୟର ଏବଂ ଟାଙ୍ଗୀ ଚୌଦ୍ୱାର ବିଧାୟକଙ୍କୁ ନିର୍ଦ୍ଦେଶ ଦେଇଛି।

Naveen Patnaik ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026
Latest News

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.