Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଶ୍ମୀର ପ୍ରସଙ୍ଗରେ ପାକିସ୍ତାନ କିମ୍ବା ଇମ୍ରାନଙ୍କ ପରାମର୍ଶର ଆବଶ୍ୟକ ନାହିଁ : ହରସିମରତ୍‌ କୌର ବାଦଲ
ଆଜିର ଖବର

କାଶ୍ମୀର ପ୍ରସଙ୍ଗରେ ପାକିସ୍ତାନ କିମ୍ବା ଇମ୍ରାନଙ୍କ ପରାମର୍ଶର ଆବଶ୍ୟକ ନାହିଁ : ହରସିମରତ୍‌ କୌର ବାଦଲ

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ହରସିମରତ କୌର
ପଞ୍ଜାବରେ ବିଜେପି-ଅକାଳୀ ଦଳ ମେଣ୍ଟ?: ସଂକେତ ଦେଲେ ହରସିମରତ କୌର

କେନ୍ଦ୍ରମନ୍ତ୍ରୀ ହରସିମରତ୍‌ କୌର୍‌ ବାଦଲ୍‌ ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ଅନ୍ୟ ଜଣେ ମନ୍ତ୍ରୀଙ୍କୁ ଆକ୍ରମଣ କରିଛନ୍ତି । ଇମ୍ରାନ୍‌ କାଶ୍ମୀରରେ ଧାରା 370 ଉଚ୍ଛେଦ ପ୍ରସଙ୍ଗରେ ବିଭିନ୍ନ ଅନ୍ତର୍ଜାତୀୟ ଦେଶର ସହଯୋଗ କାମନା କରୁଥିବା ବେଳେ ଏହାକୁ ସମାଲୋଚନା କରିଛନ୍ତି ବାଦଲ । ଏହା ଭାରତର ଅନ୍ତରୀଣ ମାମଲା ତେଣୁ ଏହି ପ୍ରସଙ୍ଗରେ ଭାରତ ପାକିସ୍ତାନ କିମ୍ବା ଇମ୍ରାନଙ୍କ ପରାମର୍ଶ ଆବଶ୍ୟକ କରୁନାହିଁ । ସେହିପରି ଅନ୍ୟ ଜଣେ ପାକିସ୍ତାନୀ ମନ୍ତ୍ରୀ ଫଓ୍ବାଦ ଚୌଧୁରୀଙ୍କୁ ପଞ୍ଜାବୀ ସୈନ୍ୟଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ପାଇଁ ସମାଲୋଚନା କରିଛନ୍ତି ବାଦଲ । ମଙ୍ଗଳବାର ଦିନ ଫଓ୍ବାଦ ଏକ ଟ୍ବିଟ୍‌ କରି କହିଥିଲେ, ଭାରତୀୟ ସେନା ବାହିନୀରେ ରହିଥିବା ପଞ୍ଜାବୀ ସୈନ୍ୟ କାଶ୍ମୀରରେ ମୁତୟନ ହେବାକୁ ଚାହୁଁନାହାନ୍ତି । ଏହାକୁ ବିରୋଧ କରି ବାଦଲ ଲେଖିଥିଲେ ‘ପଞ୍ଜାବୀ ମାନେ ଦେଶ ପାଇଁ ଜୀବନ ଉତ୍ସର୍ଗ କରିବା ପାଇଁ ସର୍ବଦା ଆଗରେ ରୁହନ୍ତି‘ ଫଓ୍ବାଦ ଆମେ ତୁମଠାରୁ କୌଣସି ପରାମର୍ଶ ଆବଶ୍ୟକ କରୁନାହୁଁ । ଏହା ପରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଧ୍ୟ ଏହା ଭାରତର ଅନ୍ତରୀଣ ବ୍ୟାପାର ବୋଲି ଟ୍ବିଟ୍‌ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.