Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ
ଆଜିର ଖବର

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପାସନା ମହାପାତ୍ର
ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

ଭୁବନେଶ୍ଵର: ଆଜି ରାଜ୍ୟସଭା ନିର୍ବାଚନରେ ଓଡିଶା ବିଧାନସଭାର ୪ ଟି ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ୪ ଟି ଆସନ ମଧ୍ୟରୁ ୨ ଟି ଆସନ ବିଜେପି ହାତକୁ ଯିବାର ସମ୍ଭାବନା ଥିବା ବେଳେ ଗୋଟିଏ ଆସନ ବିଜେଡ଼ି ହାତକୁ ଯାଇପାରେ। କିନ୍ତୁ ଚତୁର୍ଥ ଆସନ ପାଇଁ ବିଜେଡ଼ି-କଂଗ୍ରେସ ମିଳିତ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ଵର ହୋତାଙ୍କ ସହ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କ ମଧ୍ୟରେ କଡା ଟକ୍କର ହେଉଛି।

ତେବେ ଭୋଟ ଗ୍ରହଣ ସମୟରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟକୁ ନେଇ ବିରୋଧ କରାଯାଇଛି। ଉଭୟ କଂଗ୍ରେସ ଏବଂ ବିଜେଡ଼ି ଦଳ ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କରିଛନ୍ତି। ଉପାସନାଙ୍କ ପ୍ରଥମ ବାଲାଟ ପେପରରେ ଓଭର ରାଇଟିଙ୍ଗ ଯୋଗୁଁ ଦ୍ଵିତୀୟ ବାଲାଟ ପେପରରେ ଭୋଟ ପାଇଁ ବିରୋଧ ହୋଇଛି। ଯାହାଫଳରେ କିଛି ସମୟ ପାଇଁ ଭୋଟ ଗ୍ରହଣ ସ୍ଥଗିତ ରହିଥିଲା।

ଉପାସନା ମହାପାତ୍ର ଓଡିଶା ବିଧାନସଭା ରାଜ୍ୟସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026
Latest News

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.