Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ
ଆଜିର ଖବର

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ
ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ସହିତ ବହୁ ବିଜେପି ନେତା ସ୍ବାଗତ କରିଥିଲେ। ସେଠାରୁ ସେ ରାଜ୍ୟ ଅତିଥୀ ଭବନ ଯାଇଥିଲେ।

ସେଠାରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି ପ୍ରଭାରୀ ବିଜୟ ସିଂପାଲ ତୋମାର ପ୍ରମୁଖ ଯୋଗଦେଇଥିଲେ।ଆଜି ସଂଧ୍ୟାରେ ରାଜନାଥ ସିଂ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଯୋଗଦେଉଛନ୍ତି।

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026
Latest News

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.