Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ
ଆଜିର ଖବର

ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ

March 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ
ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆସ୍କା ନିକଟବର୍ତ୍ତୀ କୋଟିନଡା ଥାନା ଅନ୍ତର୍ଗତ ଭେଟନଇ ଗ୍ରାମରେ ଅନ୍ଧ ବିଶ୍ୱାସ ଘଟଣାକୁ ନେଇ ମହିଳା ଓ ତାଙ୍କ ପୁଅଙ୍କ ସମେତ ୪ ଜଣଙ୍କୁ କିଛି ଯୁବକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ପୁଷ୍ପାଞ୍ଜଳି ସେଠୀ ନାମ୍ନୀ ଜଣେ ମହିଳାଙ୍କର ଘରେ ବଡଖୋଲି ଗ୍ରାମର କିଛି ଯୁବକ ଧସେଇ ପଶି ତାଙ୍କ ପୁଅ ତାପସ ସେଠୀ ଓ ଦୁଇ ଜଣ ସାଙ୍ଗକୁ ଉଠାଇ ଆଣି ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ।

ପରବର୍ତ୍ତୀ ସମୟରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ୪ ଜଣଙ୍କୁ ସେଠାରୁ ଉଦ୍ଧାର କରିଥିଲା। ଏହା ପରେ ପୁଷ୍ପାଞ୍ଜଳି ସେଠୀଙ୍କ ଠାରୁ ଲିଖିତ ଅଭିଯୋଗ ଗ୍ରହଣ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ଯୁବକ ସନ୍ତୋଷ ସେଠୀ, ଶଙ୍କର ସେଠୀ, ଶୁଶାନ୍ତ ସେଠୀ ଓ ନରେଶ ସେଠୀକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।

ଆସ୍କା କୋଟିନଡା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026
Latest News

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026

ଆଖୁ କ୍ରୟମୂଲ୍ୟ କ୍ୱିଣ୍ଟାଲପିଚ୍ଛା ୪୨୫ ଟଙ୍କାକୁ ବୃଦ୍ଧି କଲେ ଛତିଶଗଡ଼ ସରକାର

October 11, 2026

ଗ୍ୟାସ ପାଇପ୍ ଫାଟି ଅଗ୍ନିକାଣ୍ଡ: ଶିଶୁ କନ୍ୟା ମୃତ, ୩ ଗୁରୁତର

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.