Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ
ଆଜିର ଖବର

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

ଭୁବନେଶ୍ୱର: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ବର ଫୁଙ୍କୱାଲ, ରାୟଗଡ଼ା ମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଅମିତାଭ ସିଂଘଲଙ୍କ ସହିତ ରାୟଗଡା ଡିଭିଜନର ଏକ ବିସ୍ତୃତ ଯାଞ୍ଚ କରିଥିଲେ।

ଏହି ନୀରିକ୍ଷଣ ସମୟରେ ରାୟଗଡ଼ାରେ ଚାଲିଥିବା ଭିତ୍ତିଭୂମି ବିକାଶ ମୂଳକ କାର୍ଯ୍ୟ, ସୁରକ୍ଷା ପଦକ୍ଷେପ ଏବଂ ରେଳ କାର୍ଯ୍ୟାଳୟ ଗୁଡିକର କାର୍ଯ୍ୟକାରିତା ଉପରେ ଧ୍ୟାନ କେନ୍ଦ୍ରିତ କରିବା ସହିତ ରାୟଗଡା-ସିଙ୍ଗାପୁର ରୋଡ-ଥେରୁଭାଲି ସେକ୍ସନକୁ ଅନ୍ତର୍ଭୁକ୍ତ କରାଯାଇଥିଲା।

ପରିଦର୍ଶନ ସମୟରେ, ଶ୍ରୀ ଫୁଙ୍କୱାଲ ସିଙ୍ଗାପୁର ରୋଡ୍-ଥେରୁଭାଲି ଷ୍ଟ୍ରେଚ୍, ଷ୍ଟେସନ ୟାର୍ଡ ଏବଂ ତୃତୀୟ ଲାଇନ କାର୍ଯ୍ୟ ଗୁଡିକର ଏକ ବିସ୍ତୃତ ଯାଞ୍ଚ କରିଥିଲେ। ସେ ଟ୍ରାକ୍ ସ୍ଥିତି, ସିଗନାଲିଂ ସିଷ୍ଟମ, ସେତୁ ଏବଂ କାର୍ଯ୍ୟକାରୀ ହେଉଥିବା ଅନ୍ୟାନ୍ୟ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ ଭଳି ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ଦିଗଗୁଡ଼ିକର ସମୀକ୍ଷା କରିଥିଲେ।

ମହାପ୍ରବନ୍ଧକ ରାୟଗଡା ରେଳ ଷ୍ଟେସନକୁ ମଧ୍ୟ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଯାତ୍ରୀ ସୁବିଧା ଗୁଡିକର ମୂଲ୍ୟାଙ୍କନ କରିବା ସହିତ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ଏଥିରେ ରେଳ କାର୍ଯ୍ୟାଳୟ ଭିତ୍ତିଭୂମି, ଅସ୍ଥାୟୀ ମଣ୍ଡଳ ରେଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟ ଏବଂ ନୂତନ ଭାବେ ନିର୍ମିତ ହେଉଥିବା ମଣ୍ଡଳ ରେଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟ ଭବନର ନିର୍ମାଣ ଅନ୍ତର୍ଭୁକ୍ତ ଥିଲା।

ରେଳ ଅଧିକାରୀମାନଙ୍କ ସହିତ ଆଲୋଚନା କରି ଶ୍ରୀ ଫୁଙ୍କୱାଲ ସୁରକ୍ଷା ମାନଦଣ୍ଡକୁ କଡାକଡି ଭାବେ ପାଳନ କରିବା ସହିତ ପ୍ରକଳ୍ପଗୁଡ଼ିକୁ ସମୟସୀମା ମଧ୍ୟରେ ସମାପ୍ତ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଏହି ସେକ୍ସନରେ ଭିତ୍ତିଭୂମି କାର୍ଯ୍ୟର ସାମଗ୍ରିକ ଅଗ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ। ଏହି ନୀରିକ୍ଷଣ ସମୟରେ ଆର. ଭି. ଏନ୍. ଏଲ୍. ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଏବଂ ଡିଭିଜନର ଅନ୍ୟ ବରିଷ୍ଠ ରେଳ ଅଧିକାରୀମାନେ ସାମିଲ ଥିଲେ।

ଅମିତାଭ ସିଂଘଲ ପରମେଶ୍ବର ଫୁଙ୍କୱାଲ ରାୟଗଡ଼ା ମଣ୍ଡଳ
Share. Facebook Twitter LinkedIn Email WhatsApp Copy Link

Related Posts

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.