Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୀରାକୁଦରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ
ଆଜିର ଖବର

ହୀରାକୁଦରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ସମ୍ବଲପୁର ହୀରାକୁଦ ଜଳଭଣ୍ଡାରର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି । ସମସ୍ତ ପ୍ରକ୍ରିୟା ସମ୍ପନ୍ନ ପରେ ପ୍ରଥମେ ପ୍ରଶାସନ ପକ୍ଷରୁ ପୂଜାର୍ଚ୍ଚନା କରାଯାଇ ଅନ୍ୟ ବର୍ଷ ଭଳି ପ୍ରଥମେ ସାଙ୍କେତିକ ଭାବେ 7 ନମ୍ବର ସ୍ଲୁଇସ ଗେଟ ଖୋଲାଯାଇଛି । ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ନେଇ ଏହା ସହ ଡାକବାଜି ଯନ୍ତ୍ର ଏବଂ ସତର୍କ ସାଇରନ ମାଧ୍ୟମରେ ଜଳଭଣ୍ଡାର ଗେଟ ଖୋଲାଯିବା ପରେ ମହାନଦୀ ଭିତରକୁ ସ୍ଥାନୀୟ ଲୋକଙ୍କ ବାରଣ କରିବା ସହ ଗୃହପାଳିତ ପଶୁଙ୍କୁ ନ ଛାଡ଼ିବାକୁ ପରାମର୍ଶ ଦିଆଯାଉଛି । କିଛି ଦିନ ହେବ ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇ ବିପଦ ସୃଷ୍ଟି କରୁଥିଲା । ତେଣୁ କ୍ରମାଗତ ଭାବେ ଡ୍ୟାମର ଜଳପତନ ବଢି ଥିବାରୁ ଆଜି ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ଆଜି ହୀରାକୁଦ ଡ୍ୟାମର 7 ନମ୍ବର ଗେଟ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା 630 ଫୁଟ ଥିବା ବେଳେ ଲଗାଣ ବର୍ଷା କାରଣରୁ ଏହା 618.47 ଫୁଟ ରହିଥିଲା । ଡ୍ୟାମକୁ ଏକ ସେକେଣ୍ଡରେ 1 ଲକ୍ଷ 4764 କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ 18 ହଜାର 247 କ୍ୟୁସେକ ଜଳ ନିଷ୍କାସନ ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଜାପାନ ପ୍ରତିରକ୍ଷା ମନ୍ତ୍ରୀ

August 21, 2026

ଭୁବନେଶ୍ୱର ଓ ଖୋର୍ଦ୍ଧାର ପିଆଜ ଗୋଦାମ ଉପରେ ଯୋଗାଣ ବିଭାଗ ତରଫରୁ ଚଢାଉ

August 21, 2026

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.