Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ
ଆଜିର ଖବର

ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ

August 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ
ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ

ସମୀକ୍ଷା ବ୍ୟୁରୋ

ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ । ଏମାନଙ୍କ ମଧ୍ୟରୁ ଅଗ୍ନି ସେବା କ୍ଷେତ୍ରରେ ବିଶିଷ୍ଟ ସେବା ପାଇଁ ଭାରତ ଭୂଷଣ ନାୟକ ଏହି ପୁରସ୍କାର ପାଇବେ ଓ ଏହି କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ତ୍ରିଲୋକ କୁମାର ବାବୁ, ଗୁଣଧର ଜେନା, ଦୟାନିଧି ମିଶ୍ର, ନିରଞ୍ଜନ ମନ୍ତ୍ରୀ, ବିଜୟ ନାରାୟଣ ପଣ୍ଡା ଓ ସର୍ବେଶ୍ୱର ମହାରଣାଙ୍କୁ ରାଷ୍ଟ୍ରପତି ପଦକ ମିଳିବ । ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ପ୍ରଶଂସନୀୟ ସେବା ପାଇଁ ଅରୁଣ କୁମାର ଜେନା, ଏନ ରାଜେନ୍ଦ୍ର ଦୋରା, ରମେଶ ଚନ୍ଦ୍ର ମହାନ୍ତି ଏବଂ ଲିଲି ପୃଷ୍ଟିଙ୍କୁ ଏହି ସମ୍ମାନ ମିଳିବ । ଚଳିତ ବର୍ଷ ୫୬ ଜଣ ବ୍ୟକ୍ତିଙ୍କୁ ଅଗ୍ନି ସେବା କ୍ଷେତ୍ରରେ ପୁରସ୍କୃତ କରାଯିବ । ଏଥିମଧ୍ୟରୁ ବୀରତା ପାଇଁ ଜଣଙ୍କୁ, ବିଶେଷ ସେବା ପାଇଁ ୮ ଜଣଙ୍କୁ ଏବଂ ପ୍ରଶଂସନୀୟ ସେବା ପାଇଁ ୪୭ ଜଣଙ୍କୁ ପୁରସ୍କୃତ କରାଯିବ । ହୋମଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ୪୪ ଜଣ ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ । ଏମାନଙ୍କ ମଧ୍ୟରୁ ବିଶେଷ ସେବା ପାଇଁ ୮ ଜଣ ଏବଂ ପ୍ରଶଂସନୀୟ ସେବା ପାଇଁ ୩୬ ଜଣ ରାଷ୍ଟ୍ରପତିଙ୍କ ଠାରୁ ପଦକ ପାଇବେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.