Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରିରେ ଦକ୍ଷିଣ ଓଡ଼ିଶାର ପ୍ରଥମ ଜଳକ୍ରୀଡ଼ା ସୁବିଧା ଉଦଘାଟନ
ଆଜିର ଖବର

ମାଲକାନଗିରିରେ ଦକ୍ଷିଣ ଓଡ଼ିଶାର ପ୍ରଥମ ଜଳକ୍ରୀଡ଼ା ସୁବିଧା ଉଦଘାଟନ

March 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Water Sports Facility Opens at Satiguda in Malkangiri
Water Sports Facility Opens at Satiguda in Malkangiri

ଭୁବନେଶ୍ଵର: ମାଲକାନଗିରି ସତୀଗୁଡା ପରିବେଶ ପର୍ଯ୍ୟଟନସ୍ଥଳୀଠାରେ ଦକ୍ଷିଣ ଓଡ଼ିଶାର ପ୍ରଥମ ଜଳକ୍ରୀଡ଼ା ସୁବିଧା ଉଦଘାଟନ ହୋଇଛି। ବନ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଯୋଗ ଦେଇ ଜଙ୍ଗଲ ଅବକ୍ଷୟର କାରଣ ବିଷୟରେ ଆଲୋକପାତ କରିଥିଲେ। ସେ ଜଙ୍ଗଲ ବୃଦ୍ଧିର ଉପକାରିତା ଓ ସୁରକ୍ଷା ବିଷୟରେ ସଚେତନ କରାଇଥିଲେ। କାର୍ଯ୍ୟକ୍ରମରେ ସତୀଗୁଡା ପିଏମ ଶ୍ରୀ ଉଚ୍ଚ ବାଳିକା ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଜଙ୍ଗଲ ସୁରକ୍ଷା ସମ୍ପର୍କରେ ଏକ ନାଟକ ପରିବେଷଣ କରାଯାଇଥିଲା।

କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ, ବନଖଣ୍ଡ ଅଧିକାରୀ ସାଇ କିରଣ ଡି. ଏନ ଓ ସ୍ଥାନୀୟ ଜନ ପ୍ରତିନିଧିମାନେ ଯୋଗ ଦେଇଥିଲେ।

malkangiri Satiguda Water Sports Facility ମାଲକାନଗିରି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026

ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ

October 1, 2026

୫୫୪୮ କୋଟି ମୂଲ୍ୟର କୃଷିଜାତ ସାମଗ୍ରୀ କ୍ରୟକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଅନୁମୋଦନ

October 1, 2026
Latest News

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.